Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କମୁଛି କରୋନା ସଂକ୍ରମଣ, ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୬୬୯ ଆକ୍ରାନ୍ତ
  • ||
  • ସରକାର ଓ କୃଷକଙ୍କ ମଧ୍ୟରେ ପ୍ରଥମ ବୈଠକ ବିଫଳ: ପୁଣି ଡିସେମ୍ବର ୩ରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା, ଜାରି ରହିବ ଆନ୍ଦୋଳନ
  • ||
  • ସୋର : ବାଇକ୍ ଉପରେ ମାଡିଗଲା କାର୍, ୩ ଗୁରୁତର
  • ||
  • କଣ୍ଟାବାଞ୍ଝି : ରାସ୍ତା କଡ ସିମେଣ୍ଟ ଖୁଣ୍ଟରେ ପିଟିହେଲା ବାଇକ୍ଦୁ, ଦୁଇ ମୃତ, ଜଣେ ଗୁରୁତର
  • ||
  • ଭଦ୍ରକ : ଟ୍ରକ୍‌କୁ ୮୭ ହଜାର ଟଙ୍କା ଫାଇନ୍, ପରମିଟ୍ ନଥାଇ ପରିବହନ ହେଉଥିଲା ଅଧିକ ଓଜନର ସାମଗ୍ରୀ
  • ||
  • ଆଠମଲ୍ଲିକ : ବାଇକ୍‌କୁ ଧକ୍କା ଦେଲା ପିକ୍‌ଅପ୍ ଭ୍ୟାନ୍, ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ
  • ||
  • ସୋର : ଟ୍ରକ୍ ଚାପାରେ ମା’ ମୃତ, ବାପା-ପୁଅ ଗୁରୁତର
  • ||
  • ସାନଖେମୁଣ୍ଡି : ଦାଦା ବଟି ମାଗିବା ଅଭିଯୋଗରେ ଯୁବକ ଗିରଫ, ମାଉଜର ଓ ଅଫୁଟା ଗୁଳି ଜବତ
  • ||
  • ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୪୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୩୭୮ କରୋନା ସଂକ୍ରମିତ, ୩୧୯୧୦୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||

ବିଜେଡିର ପଶୁବଳ ରହିଛି: ନରସିଂହ

24/08/2018 at 4:39 AM

ଭୁବନେଶ୍ବର୨୪|୮: ବିଧାନ ପରିଷଦ ଗଠନ ନେଇ ବିରୋଧୀ ଦଳ ନେତାଙ୍କ ପ୍ରତିକ୍ରିୟା ରଖିଛନ୍ତି ।ବିରୋଧ ଦଳ ନେତା ନରସିଂହ ମିଶ୍ର କହିଛନ୍ତି ଯେ, ବିଜେଡିର ୧୧୮ ବିଧାୟକ ଅଛନ୍ତି । ସେ ଯାହା ଚାହିଁବେ ସେ ଆଇନ ପ୍ରଣୟନ କରିପାରିବେ । ବିଜେଡିର େହି ସଂଖ୍ୟାକୁ ସେ କଟାକ୍ଷ କରି କହିଛନ୍ତି ଯେ, ବିଜେଡିର ପଶୁ ବଳ ରହିଛି । ତେଣୁ ତବିଧାନସଭାରେ ଏହାକୁ ପାସ୍ କରାଇବା ତାଙ୍କ ପାଇଁ କୌଣସି କାଠିକର ପାଠ ନୁହେଁ । ତେବେ ରାଜ୍ୟରେ ବିଧାନ ପରିଷଦର କିଛି ଆବଶ୍ୟକତା ନାହିଁ ବୋଲି ଶ୍ରୀ ମିଶ୍ର କହିଛନ୍ତି । ବିଧାନ ପରିଷଦ କେବଳ େକ ରାଜନୈତିକ ଥଇଥାନ କେନ୍ଦ୍ର ହେବ ବୋଲି ସେ ଆଶଂକା ବ୍ୟକ୍ତ କରିଛନ୍ତି । ବିଧାନ ପରିଷଦ ପାଇଁ ଆଜି କ୍ୟାବିନେଟ ମଂଜୁରୀ ପ୍ରଦାନ କରିବା ପରେ ବିଧାନସଭାର ଆସନ୍ତା ମୌସୁମୀ ଅଧିବେଶନରେ ଏନେଇ ସଂକଳ୍ପ ଆଗତ ହେବ ।

   Related Posts