ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା କମିଟି ବୈଠକ ଅନୁଷ୍ଠିତ

Published By : Prameya-News7 Bureau | June 19, 2018 IST

ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା କମିଟି ବୈଠକ ସଚିବାଳୟରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବୈଠକ ବୈଠକରେ ବିରୋଧୀ ଦଳ ନେତା, ମୁଖ୍ୟ ଶାସନ ସଚିବ ଉପସ୍ଥିତ ଏହାସହ ବିଭିନ୍ନ ବିଭାଗର ଅଧିକାରୀ, ଅର୍ଥମନ୍ତ୍ରୀ, ସମବାୟ ମନ୍ତ୍ରୀ, ପଞ୍ଚାୟତିରାଜ ମନ୍ତ୍ରୀ ଓ କିଛି ବିଧାୟକ ମଧ୍ୟ ଉପସ୍ଥିତ ବୈଠକରେ ଜିଲ୍ଲା ଜରୁରୀକାଳୀନ ଅଧିକାରୀଙ୍କୁ ସଜାଗ ରହିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପ୍ରାକୃତିକ ବିପର୍ଯ୍ୟୟ ଲାଗି ଖାଦ୍ୟ ଶସ୍ୟ ମହଜୁଦ ରଖିବାକୁ ନିର୍ଦ୍ଦେଶ ଭିନ୍ନକ୍ଷମ, ମହିଳା ଶିଶୁ, ବୟୋଜ୍ୟୋଷ୍ଠ ବ୍ୟକ୍ତିଙ୍କ ଉପରେ ସ୍ବତନ୍ତ୍ର ଦୃଷ୍ଟି ଦେବାକୁ ନିର୍ଦ୍ଦେଶ ସମ୍ବେଦନଶୀଳ ଅଞ୍ଚଳ ଗୁଡିକୁ ବିଶେଷ ଧ୍ୟାନ ଦେବାକୁ ନିର୍ଦ୍ଦେଶ

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.