Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭଦ୍ରକ : ଷଣ୍ଢ ବୋଝେଇ ପିକଅପ୍ ଭ୍ୟାନ୍ ଅଟକ ରଖିଲେ ଗ୍ରାମବାସୀ, ଗୋଟିଏ ଷଣ୍ଢ ମୃତ, ୨ଟି ଉଦ୍ଧାର
  • ||
  • ୧୦ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୦୬୪୯ ପଜିଟିଭ୍
  • ||
  • ମାଡି ଆସୁଛି ବାତ୍ୟା ‘ତଉକ୍ତେ’, ଓଡିଶା ଉପରେ କଣ ରହିବ ପ୍ରଭାବ
  • ||
  • ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ୧୨ ବିରୋଧି ଦଳ, ମାଗଣା ଟିକା ସହ ବେରୋଜଗାରୀଙ୍କୁ ଭତ୍ତା ଦେବାକୁ ରଖିଲେ ଦାବି
  • ||
  • ପଶ୍ଚିମ ଓଡିଶାରେ କରୋନା ପରିଚାଳନା ଦାୟିତ୍ୱ ନେବ ଡବ୍ଲ୍ୟୁଓଡିସି, ୧୦ ଜିଲ୍ଲାକୁ ଦେଲା ୨୫ କୋଟି ଟଙ୍କା
  • ||
  • ଅମାନିଆଙ୍କୁ ସାବାଡ୍ କରିବାକୁ ଯାଇଥିଲେ, ତହସିଲଦାରଙ୍କୁ ବାଟୁଳି ମାଡ କଲେ ଲୋକେ
  • ||
  • କବର ଦେବାକୁ ଘରେ ନଥିଲେ କେହି ପୁରୁଷ, ପିପିଇ କିଟ୍ ପିନ୍ଧି ମୁସଲିମ୍ ବୃଦ୍ଧଙ୍କ ଶେଷକୃତ୍ୟ ସମ୍ପନ୍ନ କଲେ ବିଡିଓ
  • ||
  • ପୃଥିବୀରେ ହେବ ଉଲକା ବର୍ଷା, ଏହି ଦିନ ଆକାଶରେ ଦେଖିବାକୁ ମିଳିବ ଦୁର୍ଲଭ ଦୃଶ୍ୟ…
  • ||

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା କମିଟି ବୈଠକ ଅନୁଷ୍ଠିତ

19/06/2018 at 10:20 AM

ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା କମିଟି ବୈଠକ
ସଚିବାଳୟରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବୈଠକ
ବୈଠକରେ ବିରୋଧୀ ଦଳ ନେତା, ମୁଖ୍ୟ ଶାସନ ସଚିବ ଉପସ୍ଥିତ
ଏହାସହ ବିଭିନ୍ନ ବିଭାଗର ଅଧିକାରୀ, ଅର୍ଥମନ୍ତ୍ରୀ, ସମବାୟ ମନ୍ତ୍ରୀ, ପଞ୍ଚାୟତିରାଜ ମନ୍ତ୍ରୀ ଓ କିଛି ବିଧାୟକ ମଧ୍ୟ ଉପସ୍ଥିତ
ବୈଠକରେ ଜିଲ୍ଲା ଜରୁରୀକାଳୀନ ଅଧିକାରୀଙ୍କୁ ସଜାଗ ରହିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ପ୍ରାକୃତିକ ବିପର୍ଯ୍ୟୟ ଲାଗି ଖାଦ୍ୟ ଶସ୍ୟ ମହଜୁଦ ରଖିବାକୁ ନିର୍ଦ୍ଦେଶ
ଭିନ୍ନକ୍ଷମ, ମହିଳା ଶିଶୁ, ବୟୋଜ୍ୟୋଷ୍ଠ ବ୍ୟକ୍ତିଙ୍କ ଉପରେ ସ୍ବତନ୍ତ୍ର ଦୃଷ୍ଟି ଦେବାକୁ ନିର୍ଦ୍ଦେଶ
ସମ୍ବେଦନଶୀଳ ଅଞ୍ଚଳ ଗୁଡିକୁ ବିଶେଷ ଧ୍ୟାନ ଦେବାକୁ ନିର୍ଦ୍ଦେଶ

   Related Posts