Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପରଲୋକରେ ରାଜ୍ୟସଭା ସାଂସଦ ରଘୁନାଥ ମହାପାତ୍ର
  • ||
  • ଦୁର୍ଘଟଣାରେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ଆହାତ, ମନ୍ତ୍ରୀଙ୍କ କାର୍‌କୁ ପିଟିଲା ଟ୍ରାକ୍ଟର
  • ||
  • କମୁନି ସଂକ୍ରମଣ : ଆଜି ବି ଦେଶରେ ୪ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ, ୪୦୯୨ ମୃତ
  • ||
  • ଦନ୍ତାକୁ ଧକ୍କା ଦେଲା ମାଲବାହୀ ଟ୍ରେନ୍, ଗୋଡରେ ଲାଗିଛି ଶକ୍ତ ଆଘାତ
  • ||
  • ରାଜ୍ୟରେ କରୋନା ନେଲା ଆଉ ୧୯ଜଣଙ୍କ ଜୀବନ, ୨୧୮୦ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ୧୦ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୦,୬୩୫ ପଜିଟିଭ୍
  • ||
  • କମିଛି ତାତି, ୨ ଦିନ ପରେ ପୁଣି ବଢିବ ସୂର୍ଯ୍ୟଙ୍କ ପ୍ରକୋପ
  • ||

ନୀତୀଶ କୁମାରଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

16/11/2020 at 10:55 PM

ଭୁବନେଶ୍ବର୧୫/୧୧: ସୋମବାର ସନ୍ଧ୍ୟାରେ ବିହାରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ‘ଜେଡି(ୟୁ)’ର ଅଧ୍ୟକ୍ଷ ନୀତୀଶ କୁମାରଙ୍କୁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି।

ଟୁଇଟ୍‌ କରି ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ଲଗାତାର ଚତୁର୍ଥ ଥର ପାଇଁ ବିହାରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବାରୁ ଅଭିନନ୍ଦନ ନୀତୀଶ କୁମାର ଜୀ।ଆପଣଙ୍କର ଏବଂ ନୂତନ ସରକାରର ମଙ୍ଗଳ କାମନା କରୁଛି। ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ତାରକିଶୋର ପ୍ରସାଦ ଓ ରେଣୁ ଦେବୀ । ଜେଡିୟୁର ୬ ଓ ବିଜେପିର ୭ ମନ୍ତ୍ରୀଙ୍କ ଶପଥ ଗ୍ରହଣ କାର୍ଯ୍ୟକ୍ରମ ଚାଲିଛି । ଭିଆଇପି ଓ ଏଚଏଏମ ଦଳକୁ ଗୋଟିଏ ଲେଖାଏଁ ମନ୍ତ୍ରୀ ପଦ ମିଳିଛି ।

   Related Posts