Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଇଣ୍ଡିଆନ ପ୍ରିମିୟର ଲିଗ୍ (IPL)ରେ ସାମିଲ ହେଲେ ଆଉ ୨ଟି ନୂଆ ଟିମ । ୨ ଟିମ ଅହମ୍ମଦାବାଦ ଏବଂ ଲକ୍ଷ୍ନୌ ଆସନ୍ତାବର୍ଷ ହେବାକୁ ଥିବା ଆଇପିଏଲରେ ଅଂଶଗ୍ରହଣ କରିବେ ।
  • ||
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୩୬୦ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୧୮୦ ଡିସଚାର୍ଜ
  • ||
  • ସତ ହେଲା ଧୋନୀଙ୍କ ଭବିଷ୍ୟବାଣୀ, ୫ ବର୍ଷ ତଳେ କହିଥିଲେ- ଦିନେ ଏମିତି ହେବ…
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୨୫ କୋଭିଡ୍ ପଜିଟିଭ୍
  • ||
  • ପଡୋଶୀ ଘରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ୨ ପରିବାର ମଧ୍ୟରେ ରକ୍ତାକ୍ତ ସଙ୍ଘର୍ଷ : ୮ ଗୁରୁତର, ବୁଲିଲା ଟାଙ୍ଗିଆ ଓ କଟୁରୀ
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାର : ଧବଳେଶ୍ୱର ପୀଠରେ ୧୪୪ ଧାରା, ମନ୍ଦିର ଖାଁ ଖାଁ
  • ||
  • ୫ ଦିନ ଯାଏଁ ଖସିବନି ପାରଦ, ୨୮ରୁ କାଁ ଭାଁ ବର୍ଷା
  • ||

ମମତାଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ, ଜଣାଇଲେ ଶୁଭେଚ୍ଛା

3/05/2021 at 11:20 AM

ଭୁବନେଶ୍ୱର, ୦୩/୦୫:  ମମତାଙ୍କୁ ଫୋନରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ବିପୁଳ ବିଜୟଲାଭ କରିଥିବା ଟିଏମସି ନେତ୍ରୀ ମମତା ବାନାର୍ଜୀଙ୍କ ସହ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ।

ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ଟିଏମସି ବୃହତ ବିଜୟ ହାସଲ କରିଛି । ୨୯୨ ଆସନରେ ନିର୍ବାଚନ ଅନୁଷ୍ଠିତ ହୋଇଥିଲା । ଏଥିରେ ଟିଏମସି ୨୧୪ ଆସନରେ ବିଜୟୀଲାଭ କରିଥିବା ବେଳେ ବିଜେପି ୭୬ଟି ଆସନ ହାସଲ କରିଛି ।

ମମତାଙ୍କ ବିଜୟ ପରେ ତାଙ୍କୁ ଅନେକ ଆଡୁ ଶୁଭେଚ୍ଛାର ସୁଅ ଛୁଟିଛି । ସୋମବାର ସକାଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମମତାଙ୍କ ସହ ଫୋନ୍ ଯୋଗେ କଥା ହୋଇଛନ୍ତି । ଏହାସହ ଶୁଭେଚ୍ଛା ମଧ୍ୟ ଜଣାଇଥିବା ସୂଚନା ମିଳିଛି ।

   Related Posts