Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଜି କରୋନାରୁ ଆରୋଗ୍ୟ ହେଲେ ୧୦୨୪୨, ଖୋର୍ଦ୍ଧାରୁ ସର୍ବାଧିକ
  • ||
  • ଅନ୍ତର୍ଜାତୀୟ କ୍ରିକେଟ୍‌କୁ ଫେରିବେ ନାହିଁ ଏବି ଡିଭିଲିୟର୍ସ, ସ୍ପଷ୍ଟ କଲା ଦକ୍ଷିଣ ଆଫ୍ରିକା କ୍ରିକେଟ୍ ବୋର୍ଡ
  • ||
  • ପିସିଆର ଭ୍ୟାନ୍ ଦେଖି ପୋଖରୀକୁ ଡେଇଁ ପଡିଲେ ଯୁବକ, ମିଳିଲା ମୃତଦେହ…
  • ||
  • ଧକ୍କା ଦେଲା କାର, ଚାଲିଗଲା ସାଇକେଲ ଆରୋହୀଙ୍କ ଜୀବନ
  • ||
  • ନଦୀରୁ ନାବାଳିକାଙ୍କ ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ?
  • ||
  • ୧୧ ବର୍ଷ ପରେ ଗିରଫ ହେଲା ଦୁଃଶାସନ, ପାରୋଲରେ ଆସି ଫେରାର ହୋଇଯାଇଥିଲା
  • ||
  • ହୃଦରୋଗ ବିଶେଷଜ୍ଞ ଡକ୍ଟର କେ.କେ ଅଗ୍ରୱାଲଙ୍କ କରୋନାରେ ଦେହାନ୍ତ, ଦୀର୍ଘ ଦିନ ଧରି ଭେଣ୍ଟିଲେଟରରେ ଚାଲିଥିଲା ଚିକିତ୍ସା
  • ||
  • ଧୋନୀଙ୍କ ତଲଓ୍ୱାରବାଜୀ ଭିଡିଓ ଭାଇରାଲ ପରେ କମେଣ୍ଟ କଲେ ରବୀନ୍ଦ୍ର ଜାଡେଜା
  • ||
  • ରାଜ୍ୟରେ କରୋନା ନେଲା ଆଉ ୨୨ଜଣଙ୍କ ଜୀବନ, ୨୩୫୭ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ଭାକସିନ୍ ନେବା ପରେ ଏହି ସବୁ ସାଇଡ୍ ଇଫେକ୍ଟ ଦିଏ ବିପଦର ସଙ୍କେତ, ହୋଇପାରେ ସାଙ୍ଘାତିକ : ସତର୍କ କଲେ କେନ୍ଦ୍ର ସରକାର
  • ||

ଏସ୍‌ସି-ଏସ୍‌ଟି ପିଲାଙ୍କ ସ୍କଲାରସିପ୍‌ରେ କୌଣସି ପରିବର୍ତ୍ତନ ହେବନାହିଁ- ନବୀନ ପଟ୍ଟନାୟକ

8/11/2020 at 2:02 PM

ଭୁବନେଶ୍ୱର ୦୮/୧୧ : ଏସସି-ଏସଟି ପିଲାଙ୍କ ପୋଷ୍ଟ ମାଟ୍ରିକ ସ୍କଲାରସିପରେ କୌଣସି ପରିବର୍ତ୍ତନ ହେବନାହିଁ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ନେଇ ସୂଚନା ଦେଇଛନ୍ତି । ନବୀନ କହିଛନ୍ତି, ଏସସି-ଏସଟି ଛାତ୍ରଛାତ୍ରୀ ବର୍ତ୍ତମାନ ପ୍ରଚଳିତ ହାରରେ ସ୍କଲାରସିପ ପାଇବେ। ଏସସି-ଏସଟି ବିକାଶ ବିଭାଗ ଦ୍ୱାରା ଏ ସମ୍ପର୍କରେ ପ୍ରକାଶିତ ରେଜୋଲୁସନକୁ ସ୍ଥଗିତ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ଆଦେଶ ଦେଇଛନ୍ତି। ତା’ଛଡା ଏ ସମ୍ପର୍କିତ ଫାଇଲକୁ ବିଶଦ ଅନୁଧ୍ୟାନ ପାଇଁ ତୁରନ୍ତ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟକୁ ପଠାଇବା ପାଇଁ ଆଦେଶ ଦେଇଛନ୍ତି ନବୀନ।

   Related Posts