Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗଞ୍ଜାମ ଦିଗପହଣ୍ଡିରେ ଅପରାଧୀର ଛୁରା ମାଡରେ ଅପରାଧୀ ମୃତ
  • ||
  • ବାଙ୍କୀରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମାମାଡରେ ଜଣଙ୍କର ମୃତ୍ୟୁ
  • ||
  • କେନ୍ଦୁଝର ନୟାକୋଟରେ ସ୍ତ୍ରୀକୁ ଟାଙ୍ଗିଆରେ ହାଣିଲା ସ୍ବାମୀ
  • ||
  • ଗୁଜୁରାଟରେ ସ୍ତ୍ରୀକୁ ହତ୍ୟା ପରେ ଦୁଇ ସନ୍ତାନ ସହ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲେ ଯୁବକ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୬୯୫ କରୋନା ସଂକ୍ରମିତ
  • ||
  • ଆସୁଛି ଆଉ ଏକ ଲଘୁଚାପ ! ନଭେମ୍ବର ପହିଲାରୁ ପୁଣି ବର୍ଷାର ସମ୍ଭାବନା
  • ||
  • ଆମେରିକୀୟ ନୌସେନା ବିମାନ ଦୁର୍ଘଟଣାଗ୍ରସ୍ତ, ଦୁଇ ପାଇଲଟଙ୍କ ମୃତ୍ୟୁ
  • ||
  • ଭୁଆସୁଣୀ ଛକରେ ସିରିଜ୍ ଦୁର୍ଘଟଣା, ୨ ଗୁରୁତର
  • ||

ରାତି ସାଢେ ୮ଟାରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

4/06/2020 at 6:53 PM

ଭୁବନେଶ୍ୱର, ୦୪|୦୬: ଗୁରୁବାର ରାତି ୮ଟା ୩୦ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟର ରାଜ୍ୟବାସୀଙ୍କୁ ସନ୍ଦେଶ ଦେବେ । ତେବେ ସେ ସ୍ନାନଯାତ୍ରା ସମ୍ପର୍କରେ ରାଜ୍ୟବାସୀଙ୍କୁ କିଛି କହିବା ନେଇ ସମ୍ଭବନା ରହିଛି ।

ଆଜି ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ କଣମ ସନ୍ଦେଶ ଦେବେ ତାହା ଉପରେ ସମସ୍ତଙ୍କ ନଜର ରହିଛି । ଏହି ସନ୍ଦେଶରେ ସ୍ନାନଯାତ୍ରା ସ୍ଥାନ ପାିପାରେ । କାରଣ ଶୁକ୍ରବାର ହେଉଛି ଶ୍ରୀଜିଉଙ୍କ ସ୍ନାନଯାତ୍ରା । ତେବେ କରୋନା ଭାଇରସ ପାଇଁ ଏଥର ସ୍ନାନଯାତ୍ରାରେ ଭକ୍ତଙ୍କ ଗହଳି ଚହଳି ଦେଖିବାକୁ ମିଳିବ ନାହିଁ । ଏଥର ସର୍ବସାଧାରଣଙ୍କ ଦର୍ଶନ ଉପରେ କଟକଣା ଲାଗିଛି । ଏପରିକି ଭକ୍ତଙ୍କୁ ବଡଦାଣ୍ଡ ମନାହୋଇଛି ।

   Related Posts