Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୧୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ୫୯୪ କରୋନା ସଂକ୍ରମିତ, ୩୧୭୨୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜ୍, ଦଳରେ ସାମିଲ ହେଲେ ଦ୍ରୁତ ବୋଲର ଟି. ନଟରାଜନ
  • ||
  • ଭୁବନେଶ୍ବର : ଦଶମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା ! ବେକରେ ରଶି ଲଗାଇ ପଙ୍ଖାରେ ଝୁଲି ପଡିଲେ, କାରଣ ଅସ୍ପଷ୍ଟ
  • ||
  • ରାଜକୋଟ : କୋଭିଡ୍ ହସ୍ପିଟାଲରେ ଲାଗିଲା ନିଆଁ, ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ପୁରୀ : ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ, ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||
  • ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ: ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||
  • ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଦିନିକିଆ : ଟସ୍ ଜିତିଲା ଅଷ୍ଟ୍ରେଲିଆ, ପ୍ରଥମେ କରିବ ବ୍ୟାଟିଂ
  • ||
  • ଚଳିତ ବର୍ଷ ବିନ୍ଦୁସାଗରରେ ଡଙ୍ଗା ଭସା ଉପରେ ରୋକ୍, ନିଷ୍ପତ୍ତି ନେଲା ବିଏମସି
  • ||

ବିଜେପୁର ଉପ ନିର୍ବାଚନ ପାଇଁ ବିଜେଡିର ଷ୍ଟାର୍ କ୍ୟାମ୍ପେନର ତାଲିକା ପ୍ରକାଶ, ୧୭ ଏବଂ ୧୮ରେ ପ୍ରଚାର ମୈଦାନକୁ ଓହ୍ଲାଇବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ

3/10/2019 at 12:44 PM

ଭୁବନେଶ୍ବର ୩।୧୦: ବିଜେପୁର ଉପ ନିର୍ବାଚନ ପାଇଁ ତିନି ପ୍ରମୁଖ ଦଳ ବିଜେଡି, ବିଜେପି ଏବଂ କଂଗ୍ରେସ ନିଜ ନିଜର ଷ୍ଟାର କ୍ୟାମ୍ପେନର ତାଲିକା ଘୋଷଣା କରିଛନ୍ତି । ବିଜେଡି ୪୦ଜଣିଆ ଷ୍ଟାର କ୍ୟାମ୍ପେନର ତାଲିକା ଘୋଷଣା କରିଛି । ସେହିଭଳି ବିଜେପି ଏବଂ କଂଗ୍ରେସ ପ୍ରତ୍ୟେକ ୪୦ ଜଣିଆ ଷ୍ଟାର କ୍ୟାମ୍ପେନର ତାଲିକା ଘୋଷଣା କରିଛନ୍ତି ।

ବିଜେପୁର ଉପ ନିର୍ବାଚନ ପାଇଁ ବିଜେଡି ପ୍ରାର୍ଥୀ ରୀତା ସାହୁଙ୍କ ପାଇଁ ପ୍ରଚାର ମୈଦାନକୁ ଓହ୍ଲାଇବେ ବିଜେଡିର ୪୦ ଜଣ ଷ୍ଟାର କ୍ୟାମ୍ପେନର । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବିଜେପୁରରେ ପ୍ରଚାର କରିବେ । ଆସନ୍ତା ୧୭ ଏବଂ ୧୮ତାରିଖରେ ପ୍ରଚାର ମୈଦାନକୁ ଓହ୍ଲାଇବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ।

ସୂଚନାଯୋଗ୍ୟ ଯେ, ବିଜେପୁର ଉପ ନିର୍ବାଚନ ପାଇଁ ବିଜେପି ସନତ ଗଡତିଆଙ୍କୁ ପ୍ରାର୍ଥୀ କରିଥିବା ବେଳେ କଂଗ୍ରେସ ଦିଲ୍ଲୀପ ପଣ୍ଡାଙ୍କୁ ପ୍ରାର୍ଥୀ କରିଛି ।

   Related Posts