Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • LICର ଏମ୍‌ଡି ହେଲେ ଓଡ଼ିଆ ପୁଅ ସିଦ୍ଧାର୍ଥ ମହାନ୍ତି, ଫେବୃଆରୀ ୧ରୁ ସମ୍ଭାଳିବେ ଦାୟିତ୍ବ
  • ||
  • ଜାନୁଆରୀ ୨୭, ସକାଳେ ଜେଲ୍‌ରୁ ମୁକୁଳିପାରନ୍ତି ଭି.କେ. ଶଶିକଳା
  • ||
  • ନେତାଜୀ ଜନ୍ମସ୍ଥାନ ସଂଗ୍ରହାଳୟ ଖୋଲିଵାକୁ ସରକାରଙ୍କ ନିଷ୍ପତ୍ତି
  • ||
  • କଟକ:କାଲିଠାରୁ ଖୋଲିଵ ନେତାଜୀ ସଂଗ୍ରହାଳୟ
  • ||
  • ରାଇରଙ୍ଗପୁର: ଗୋରୁମହିଷାଣି ପୋଲିସର ସଡକ ସୁରକ୍ଷା ସଚେତନ କାର୍ଯ୍ୟକ୍ରମ, ସାମିଲ ଥିଲେ ସ୍ଥାନୀୟ ଲୋକେ
  • ||
  • ବଲାଙ୍ଗୀର: ପୁଣି ରକ୍ତ ରଞ୍ଜିତ ହେଲା ଶୁଲିଆ ପୀଠ, ଗଡିଲା ଶହ ଶହ ପଶୁ-ପକ୍ଷୀଙ୍କ ମୁଣ୍ଡ
  • ||
  • ଭୁବନେଶ୍ବରରେ ପହଞ୍ଚିଲା ୨ୟ ପର୍ଯ୍ୟାୟ କୋଭିଡ ଟିକା: ସ୍ପାଇସ୍ ଜେଟ୍‌ରେ ଆସିଲା ଟିକା
  • ||
  • ଭାଙ୍ଗିଲା ୩୩ ବର୍ଷର ରେକର୍ଡ୍‌ : ବ୍ରିସବେନ ଟେଷ୍ଟରେ ଭାରତର ଐତିହାସିକ ବିଜୟ, ଅଷ୍ଟ୍ରେଲିଆକୁ ୩ ଓ୍ବିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ
  • ||
  • ମାଲକାନଗିରି : ସୀମାନ୍ତରେ ଏନ୍‌କାଉଣ୍ଟର, ୧୦ରୁ ଅଧିକ ମାଓ କ୍ୟାମ୍ପ ଧ୍ୱଂସ
  • ||
  • ସମ୍ବଲପୁର : ଫୋକସ୍‌ରେ ପଶ୍ଚିମ ଓଡିଶା, ମା’ ସମଲେଶ୍ବରୀଙ୍କ ମନ୍ଦିର ବୁଲି ସମୀକ୍ଷା କଲେ 5-T ସଚିବ
  • ||

୧୨ଟି ପ୍ରକଳ୍ପର ଶିଳାନ୍ୟାସ ଓ ୧୦ଟି ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

7/08/2019 at 1:16 PM

ଭୁବନେଶ୍ବର ୭|୮: ରାଜ୍ୟ ସଚିବାଳୟରେ ୧୨ଟି ପ୍ରକଳ୍ପର ଶିଳାନ୍ୟାସ ଓ ୧୦ଟି ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭିଡିଓ କନଫରେନ୍ସିଂ ଜରିଆରେ ଶୁଭ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ସପ୍ତମ ପର୍ଯ୍ୟାୟରେ ମୋଟ୍ ୨୨ଟି ପ୍ରକଳ୍ପର ଶୁଭାରମ୍ଭ ହୋଇଛି । ଏଥିପାଇଁ ମୋଟ୍ ୪ ହଜାର ୪୬୧ କୋଟି ଟଙ୍କା ନିବେଶ ହେବ । ୯ ହଜାର ୨୩୦ ଜଣଙ୍କୁ ନିଯୁକ୍ତିର ସୁଯୋଗ ମିଳିବ । ମେକ୍‌ ଇନ୍ ଓଡିଶାରେ ୨୦୨ଟି ପ୍ରକଳ୍ପ ପାଇଁ ପ୍ରସ୍ତାବ ଆସିଥିଲା । ୪ ଲକ୍ଷ ୨୩ ହଜାର କୋଟିର ପୁଞ୍ଜି ନିବେଶ ଥିଲା । ସେଥିରେ ୫ ଲକ୍ଷ ୯୦ ହଜାର ନିଯୁକ୍ତି ସୁଯୋଗ ଥିଲା । ୬ ମାସ ମଧ୍ୟରେ ୬୧ ପ୍ରକଳ୍ପ ହୋଇଛି । ଏହି ଅବସରରେ ମୁଖ୍ୟ ଶାସନ ସଚିବ, ଶିଳ୍ପ ରାଷ୍ଟ୍ରମନ୍ତ୍ରୀ କ୍ୟାପଟେନ୍‌ ଦିବ୍ୟଶଙ୍କର ମିଶ୍ର, ଅନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ ।

   Related Posts