Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୧ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୪ କୋଭିଡ୍ ସଂକ୍ରମିତ, ୩୩୩୪୪୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଲକ୍ଷ୍ନୌ : ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଶହିଦ ଏକ୍ସପ୍ରେସ୍‌ର ୨ଟି ବଗି ଲାଇନ୍‌ଚ୍ୟୁତ
  • ||
  • କେନ୍ଦୁଝର : ସ୍ତ୍ରୀକୁ ପିଟିପିଟି ମାରିଦେଲା ସ୍ବାମୀ, ଅଭିଯୁକ୍ତ ଅଟକ
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୭୮୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ବିଶିଷ୍ଟ ଶ୍ରମିକ ନେତା ଲଳିତ ନାୟକଙ୍କ ପରଲୋକ
  • ||
  • କେନ୍ଦୁଗୁଡ଼ା ଘାଟିରେ ଓଲଟିଲା ଟୁରିଷ୍ଟ ବସ୍ : ଜଣେ ମୃତ , ୧୦ ରୁ ଅଧିକ ଆହତ
  • ||

ରାଜ୍ୟପାଳଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

26/05/2019 at 2:49 PM

ଭୁବନେଶ୍ବର ୨୬/୫: ବିଜେଡ଼ି ମୁଖପାତ୍ର ନବୀନ ପଟ୍ଟନାୟକ ଆଜି ରାଜ୍ୟପାଳ ଗଣେଶୀ ଲାଲଙ୍କୁ ଭେଟିଛନ୍ତି। ରାଜ୍ୟପାଳଙ୍କୁ ଭେଟି ସେ ସରକାର ଗଠନ କରିବାକୁ ଦାବି ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ୧୧୨ଜଣ ବିଧାୟକଙ୍କ ସମର୍ଥନ ପତ୍ର ରାଜ୍ୟପାଳଙ୍କୁ ପ୍ରଦାନ କରିଛନ୍ତି।

ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ସୁରେନ୍ଦ୍ର କୁମାର ଏବଂ ତାଙ୍କ ଟିମ୍ ନିର୍ବାଚନ କମିଶନ ଦ୍ବାରା ଜାରି ହୋଇଥିବା ଗ୍ୟାଜେଟ ନୋଟିଫିକେସନକୁ ରାଜ୍ୟପାଳଙ୍କୁ ରାଜଭବନକୁ ଡକାଇ ପ୍ରଦାନ କରିଥିଲେ।

   Related Posts