Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • Australian Open 2022 ଟାଇଟଲ୍ ଜିତିଲେ ଏଶ୍ଲେ ବାର୍ଟି, ଦେଶ ପାଇଁ ରଚିଲେ ଇତିହାସ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୩୫ ହଜାରରୁ ଅଧିକ କରୋନା ପଜିଟିଭ୍, ୮୭୧ ମୃତ
  • ||
  • ବଜେଟ ପୂର୍ବରୁ ହେବନି ହାଲୁଆ ଉତ୍ସବ, ଏଥର ମୋବାଇଲ ଆପ୍ଲିକେସନରେ ମିଳିବ ସବୁ ତଥ୍ୟ
  • ||
  • ନୟାଗଡ : ଧାନବସ୍ତା ଚୋରି ପଡିଲା ମହଙ୍ଗା, ୨ ଯୁବକଙ୍କୁ ଗାଁ ଦାଣ୍ଡରେ ବାନ୍ଧିଦେଲେ ଲୋକେ
  • ||
  • ଭଦ୍ରକ : ଭିନ୍ନକ୍ଷମ ସାର୍ଟିଫିକେଟ୍‌ର ପୁନଃ ଯାଞ୍ଚ ପାଇଁ ଦାବି କଲା ଓଡିଶା ଭିନ୍ନକ୍ଷମ ମଞ୍ଚ
  • ||
  • ଘଟଗାଁ : ନାଳରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା କରି ପାଣିରେ ଫିଙ୍ଗି ଦେଇଥିବା ସନ୍ଦେହ
  • ||
  • ରାଜ୍ୟରେ ଆଉ ୧୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୭୫କୁ ବୃଦ୍ଧି
  • ||
  • ରାଜ୍ୟରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୮୪୨ କୋଭିଡ୍ ପଜିଟିଭ୍, ୧୨୪୧୦୬୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଭୁବନେଶ୍ବର : ଭୁବନେଶ୍ବର ଓ ବ୍ରହ୍ମପୁର ମେୟର ପଦବୀ ମହିଳାଙ୍କ ପାଇଁ ସଂରକ୍ଷିତ, କଟକ ପଦବୀ ଅଣସଂରକ୍ଷିତ
  • ||
  • ମୋରଡା : ଭାରସାମ୍ୟ ହରାଇ ପୋଲ ତଳକୁ ଖସିଲା ସ୍କର୍ପିଓ, ୪ ଗୁରୁତର ମେଡିକାଲରେ ଭର୍ତ୍ତି
  • ||

୩ମାସ ପାଇଁ ଟ୍ରାଫିକ୍ ନିୟମକୁ କୋହଳ କଲେ ମୁଖ୍ୟମନ୍ତ୍ରୀ

9/09/2019 at 2:56 PM

ଭୁବନେଶ୍ବର ୯/୯: କଡ଼ାକଡ଼ି ଟ୍ରାଫିକ୍ ଯାଞ୍ଚକୁ ୩ମାସ ପାଇଁ କୋହଳ କରିବା ଲାଗି ଆଜି ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଛନ୍ତି। ନୂତନ ଭାବେ ପ୍ରଚଳିତ ଆଇନକୁ କଡ଼ାକଡ଼ି ଭାବେ ଲାଗୁ କରିବା ଫଳରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବ୍ୟାପକ ଜନ ଅସନ୍ତୋଷ ସୃଷ୍ଟି ହେଉଥିବା ଜାଣିବା ପରେ ମୁଖ୍ୟମନ୍ତ୍ରୀ ଏଭଳି ନିର୍ଦେଶ ଦେଇଛନ୍ତି।

ଆଇନକୁ କଡ଼ାକଡ଼ି କରିବା ଅପେକ୍ଷା ଗାଡ଼ି ଚାଳକମାନେ କିଭଳି ସେମାନଙ୍କ କାଗଜପତ୍ର ଠିକ୍ କରି ପାରିବେ ସେଥିପାଇଁ ବ୍ୟାପକ ବନ୍ଦୋବସ୍ତ କରିବା ଲାଗି ସମ୍ପୃକ୍ତ ବିଭାଗମାନଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଛନ୍ତି। ସଡ଼କ ସୁରକ୍ଷା ସମ୍ପର୍କରେ ସାଧାରଣରେ ବ୍ୟାପକ ସଚେତନତା ଉପରେ ମଧ୍ୟ ମୁଖ୍ୟମନ୍ତ୍ରୀ ଗୁରୁତ୍ବାରୋପ କରିଛନ୍ତି।

   Related Posts