Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଟିକାକରଣ ଏକ କୋଟି ପାର, ଶୁଭେଚ୍ଛା ଜଣାଇଲା ସ୍ବାସ୍ଥ୍ୟ ବିଭାଗ
  • ||
  • ରାଜ୍ୟରେ ଦିନକରେ ସୁସ୍ଥ ହେଲେ ୪୫୮୭ କରୋନା ଆକ୍ରାନ୍ତ , ଖୋର୍ଦ୍ଧାରୁ ସର୍ବାଧିକ ୬୭୧ ଡିସଚାର୍ଜ
  • ||
  • ଜୁନ ୨୪ରେ ବୈଠକ ଡାକିଲେ କଂଗ୍ରେସ ହାଇକମାଣ୍ଡ ସୋନିଆ ଗାନ୍ଧି, ଦଳୀୟ କନ୍ଦଳ ନେଇ ହେବ ମାନସମନ୍ଥନ
  • ||
  • ଭଦ୍ରକ : ବ୍ରାଉନସୁଗାର ସେବନକୁ ବିରୋଧ କରିବାରୁ ମାରଣାସ୍ତ୍ର ଧରି ଗୋଡାଇଲେ ଯୁବକ, ୩ ଗିରଫ, ୧୦ ଗ୍ରାମ ବ୍ରାଉନସୁଗାର ଜବତ
  • ||
  • ଭୁବନେଶ୍ବର : କୋଭିଡ୍ ଦ୍ବାରା କ୍ଷତିଗ୍ରସ୍ତ ଅନେକ ଅର୍ଗାନ୍ ରହୁନି ସୁରକ୍ଷିତ – ଡିଏମଇଟି
  • ||
  • ୫୦ ନେତାଙ୍କୁ ପ୍ରିୟଙ୍କା ଗାନ୍ଧୀଙ୍କ ଫୋନ୍ : ‘ଆପଣଙ୍କ ଟିକେଟ୍ କନଫର୍ମ୍, ନିର୍ବାଚନ ପାଇଁ ପ୍ରସ୍ତୁତ ହୁଅ’
  • ||
  • ଇଟ୍ଟାନଗର : ପୁଣି ଥରିଲା ଅରୁଣାଞ୍ଚଳ ପ୍ରଦେଶ, ଇଟ୍ଟାନଗରରେ ଭୂକମ୍ପ ଝଟ୍‌କା
  • ||
  • ଭୁବନେଶ୍ବର : କେନ୍ଦ୍ର ସରକାରଙ୍କ ନୂଆ ଗାଇଡ୍ ଲାଇନ୍ ଅନୁଯାୟୀ ବ୍ୟବହାର ହେବ ଷ୍ଟେରଏଡ୍ – ନିରଞ୍ଜନ ମିଶ୍ର
  • ||
  • ଭୁବନେଶ୍ବର : ଦ୍ବିତୀୟ ଲହର ଅପେକ୍ଷା ତୃତୀୟ ଲହର ପ୍ରଭାବ କମ୍, ତଥାପି ଜୋରଦାର କରିବାକୁ ପଡିବ ଟିକାକରଣ – ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ
  • ||
  • ପାଟଣା : ଘରେ ଶୋଇଥିବା ବେଳେ କାମୁଡିଦେଲା ସାପ, ଚାଲିଗଲା ମହିଳାଙ୍କ ଜୀବନ
  • ||

ଆସନ୍ତା ୫ରେ ନବୀନ ବନାମ ମୋଦି ଟକ୍କର : 9pm Discussion on 2nd Jan 2019

2/01/2019 at 11:27 PM

ଆଜିର ବିତର୍କ – ପାଞ୍ଚ୍‌ରେ ପଞ୍ଚ୍ ।
ଆସନ୍ତା ୫ରେ ନବୀନ ବନାମ ମୋଦି ଟକ୍କର ଦେଖିବେ ରାଜ୍ୟବାସୀ । ବାରିପଦାରେ ସରକାରୀ କାର୍ଯ୍ୟକ୍ରମ ଓ ଦଳିୟ ସମାବେଶରେ ଯୋଗ ଦେବାକୁ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପୁଣି ଏହାର କାଉଣ୍ଟର କରିବାକୁ ସେହି ୫ ତାରିଖରେ ପୁରୀରେ ସ୍ୱଂୟ ସହାୟକ ସଂଘ ସମାବେଶରେ ଯୋଗ ଦେବାକୁ ଯାଉଛନ୍ତି ନବୀନ । ନବୀନ ଆର୍ଥିକ ସହାୟତା ଦେବେ ଏବଂ ତା ସହିତ ମୋବାଇଲ ମଧ୍ୟ । ତେଣୁ କିଏ କ’ଣ କହିବେ ସେଥିପାଇଁ ୫ ତାରିଖକୁ ସମସ୍ତ ରାଜ୍ୟବାସୀଙ୍କ ନଜର ।

   Related Posts