Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭିସା ଉପରେ ଲାଗିଥିବା କଟକଣା ହଟାଇଲେ ସରକାର
  • ||
  • ଟ୍ୱିଟରରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ପାଇଁ କବିତା ଲେଖିଲେ ରାହୁଲ
  • ||
  • ମା’ ମାଣିକେଶ୍ଵରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ପାଇଁ ୧୪୪ ଧାରା ଜାରି
  • ||
  • ପ୍ରକାଶ ପାଇଲା ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ
  • ||
  • ରାୟଗଡାରେ ବୋଲେରୋ-ବାଇକ୍ ମୁହାଁମୁହିଁ ଧକ୍କା, ୨ ଗୁରୁତର
  • ||
  • ବିନା ଅନୁମତିରେ ଦାଢ଼ି ରଖି ନିଲମ୍ବିତ ହେଲେ ପୋଲିସ ବାବୁ
  • ||
  • ପାଲଘର ମାମଲାରେ ଆଉ ୨୪ ଅଭିଯୁକ୍ତ ଗିରଫ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ବିହାର ନିର୍ବାଚନ ପାଇଁ ବିଜେପି ଜାରି କଲା ସଂକଳ୍ପ ପତ୍ର
  • ||
  • ରାଜ୍ୟରେ ୧୯୧୩ କରୋନା ସଂକ୍ରମିତ ଚିହ୍ନଟ
  • ||

ନବୀନଙ୍କ ନୂଆ ମନ୍ତ୍ରିମଣ୍ଡଳରେ କିଏ ପାଇଲେ କେଉଁ ବିଭାଗ ଜାଣନ୍ତୁ

29/05/2019 at 3:37 PM

ଭୁବନେଶ୍ବର ୨୯|୫: ପଞ୍ଚମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ନବୀନ ପଟ୍ଟନାୟକ । ନବୀନଙ୍କ ସହ ତାଙ୍କ ମନ୍ତ୍ରିମଣ୍ଡଳ ମଧ୍ୟ ଶପଥ ନେଇଛନ୍ତି । ଚଳିତ ଥର ୧୧ଜଣ ମନ୍ତ୍ରୀ କ୍ୟାବିନେଟ୍ ପାହ୍ୟା ଓ ୯ଜଣ ରାଷ୍ଟ୍ର ପାହ୍ୟା ମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ।

ନବୀନ ଏବଂ ତାଙ୍କ ମନ୍ତ୍ରିମଣ୍ଡଳର ଶପଥ ଗ୍ରହଣ ପରେ କେଉଁ ମନ୍ତ୍ରୀଙ୍କୁ କେଉଁ ବିଭାଗ ମିଳିଛି ତାହା ଘୋଷଣା ହୋଇଛି ।

କେଉଁ ମନ୍ତ୍ରୀ ପାଇଲେ କେଉଁ ବିଭାଗ :

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ- ଗୃହ, ସାଧାରଣ ପ୍ରଶାସନ ସହ ଅନ୍ୟ ବିଭାଗ

ପ୍ରଫୁଲ୍ଲ ମଲ୍ଲିକ- ଖଣି, ଇସ୍ପାତ ଓ ପୂର୍ତ୍ତ ବିଭାଗ ଓ ଗୃହ ବିଭାଗର ରାଷ୍ଟ୍ର ମନ୍ତ୍ରୀ ଦାୟିତ୍ବ

ବିକ୍ରମ କେଶରୀ ଆରୁଖ- ଜଙ୍ଗଲ ଓ ପରିବେଶ, ସଂସଦୀୟ ବ୍ୟାପାର

ନିରଞ୍ଜନ ପୂଜାରୀ- ଅର୍ଥ, ଅବକାରୀ ବିଭାଗ

ଟୁକୁନି ସାହୁ- ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ, ମିଶନଶକ୍ତି

ରଣେନ୍ଦ୍ର ପ୍ରତାପ ସ୍ବାଇଁ- ଖାଦ୍ୟ ଓ ପ୍ରକ୍ରିୟାକରଣ ବିଭାଗ

ଅରୁଣ କୁମାର ସାହୁ- କୃଷି, ମତ୍ସ୍ୟ ଓ ପଶୁ ସମ୍ପଦ, ଉଚ୍ଚଶିକ୍ଷା ବିଭାଗ

ପ୍ରତାପ ଜେନା- ପଞ୍ଚାୟତରାଜ ଓ ପାନୀୟ ଜଳ ଯୋଗାଣ, ଆଇନ, ନଗର ଉନ୍ନୟନ ବିଭାଗ

ସୁଦାମ ମାରାଣ୍ଡି- ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ

ପଦ୍ମନାଭ ବେହେରା- ବାଣିଜ୍ୟ ଓ ପରିବହନ, ଯୋଜନା ଓ ସମନ୍ବୟ

ନବକିଶୋର ଦାଶ- ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ  ବିଭାଗ

ସୁଶାନ୍ତ ସିଂ- ଶ୍ରମ ଓ ଗ୍ରାମ୍ୟ ଉନ୍ନୟନ ବିଭାଗ

ପଦ୍ମିନୀ ଦିଆନ- ହସ୍ତତନ୍ତ, ବୟନଶିଳ୍ପ ଓ ହସ୍ତକଳା

ଅଶୋକ ପଣ୍ଡା- ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା, ଭିନ୍ନକ୍ଷମ ସଶକ୍ତିକରଣ, ସାମାଜିକ ସୁରକ୍ଷା

ସମୀର ଦାଶ- ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ

ଜ୍ୟୋତିପ୍ରକାଶ ନାୟକ- ପର୍ଯ୍ୟଟନ, ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି

ଦିବ୍ୟଶଙ୍କର ମିଶ୍ର- ଶକ୍ତି, ଶିଳ୍ପ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ

ପ୍ରେମାନନ୍ଦ ନାୟକ- ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା

ରଘୁନନ୍ଦନ ଦାସ- ସୂଚନା ଓ ଲୋକସଂପର୍କ, ଜଳ ସଂପଦ ବିଭାଗ

ତୁଷାରକାନ୍ତି ବେହେରା- କ୍ରୀଡା, ଯୁବ ବ୍ୟାପାର ଓ ଆଇଟି

ଜଗନ୍ନାଥ ସାରକା- ଏସସି, ଏସଟି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆ ବର୍ଗ କଲ୍ୟାଣ

   Related Posts