Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମହାରାଷ୍ଟ୍ର : ଭାରସାମ୍ୟ ହରାଇ ୩୦ ଫୁଟ ଖାଇକୁ ଖସିଲା ବସ୍, ୫ ଜଣଙ୍କ ମୃତ୍ୟୁ, ୩୫ ଆହତ
  • ||
  • କାର୍ଯ୍ୟରେ ଅବହେଳା ପାଇଁ ନିଲମ୍ବିତ ହେଲେ ଗୁଣୁପୁର ତହସିଲଦାର
  • ||
  • ଚେନ୍ନାଇ ସୁପରକିଙ୍ଗ୍ସକୁ ବଡ ଝଟକା, ଆହତ କାରଣରୁ ଆଇପିଏଲ୍‌ର ବାକି ମ୍ୟାଚ୍‌ରୁ ବାଦ୍ ପଡିଲେ ଡ୍ଵେନ ବ୍ରାଭୋ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୯୩୧ କରୋନା ସଂକ୍ରମିତ ଚିହ୍ନଟ
  • ||
  • ୧୨କୋଟି ଟଙ୍କାର ଜିଏସ୍‌ଟି ଠକେଇ ଅଭିଯୋଗ, ବିଭାଗ ପକ୍ଷରୁ ଛାନ୍‌ଭିନ୍‌ ଆରମ୍ଭ
  • ||
  • ବିଜାପୁରରେ ଏନ୍‌କାଉଣ୍ଟର : ଜଣେ ନକ୍ସଲ ନିହତ, ୨ ଯବାନ ଆହତ
  • ||
  • ମାଓବାଦୀଙ୍କ ବର୍ବର କାଣ୍ଡ , ପୋଲିସ ଇନଫର୍ମର ସନ୍ଦେହରେ ଘରୁ ଡାକି ନେଇ ହତ୍ୟା
  • ||

କୃଷି ବିଲ୍‌କୁ ବିରୋଧ କରି ନବ ନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ଏନଏଚ-୫୫ ଅବରୋଧ

25/09/2020 at 2:27 PM

ଢେଙ୍କାନାଳ ୨୫।୯: କୃଷି ବିଲ୍ କୁ ବିରୋଧ କରି ଶୁକ୍ରବାର ବିଭିନ୍ନ ସଂଗଠନ ପକ୍ଷରୁ ଭାରତ ବନ୍ଦ ଡ଼ାକରାରେ ସାମିଲ ହୋଇଛି ନବ ନିର୍ମାଣ କୃଷକ ସଙ୍ଗଠନ । ଏହି ସଂଗଠନ ପକ୍ଷରୁ କୃଷି ବିଲ୍ କୁ ବିରୋଧ କରାଯାଇଛି ।

ସଂଗଠନ ପକ୍ଷରୁ ଢେଙ୍କାନାଳ ସଦର ଥାନା ଅନ୍ତର୍ଗତ ସିମିନଈ ଛକଠାରେ ୫୫ ନମ୍ବର ଜାତୀୟ ରାଜପଥ ଅବରୋଧ କରି ପ୍ରତିବାଦ ପ୍ରଦର୍ଶନ କରିଥିଲେ । ଖବର ପାଇ ସଦର ଥାନା ପୋଲିସ ପହଞ୍ଚି ଆନ୍ଦୋଳନକାରୀଙ୍କୁ ରାଜପରୁ ହଟାଇଥିଲା ।

   Related Posts