Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୦୫ କରୋନା ସଂକ୍ରମିତ, ୧୦୫୦୩୫୪ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୩କୁ ବୃଦ୍ଧି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୧୧ ମୃତ
  • ||
  • ଗୁଜୁରାଟରେ ଓମିକ୍ରନ ଗଞ୍ଜାମକୁ ବିପଦ : ବଢିବ ସଂକ୍ରମଣ ! ସତର୍କ କଲା ପ୍ରଶାସନ
  • ||
  • ଡ୍ରାଇଭରଙ୍କୁ ମାଗିଲେ ଲାଞ୍ଚ, ନଦେବାରୁ ଆକ୍ରମଣ କରି କଲେ ଲହୁଲୁହାଣ
  • ||
  • ଆଉ ବର୍ଷା ନାହିଁ, ବଦଳିବ ପାଗ : ୧୧ରୁ କମିଯିବ ଶୀତ
  • ||
  • ଆସୁଛନ୍ତି ପୁଟିନ : ମୋଦୀଙ୍କୁ ଭେଟିବେ, ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ହେବ ଆଲୋଚନା
  • ||

ନିର୍ବାଚନ ପୂର୍ବରୁ ନକ୍ସଲ ଆକ୍ରମଣ : ୪ ପୋଲିସ ଯବାନ ସହିଦ

23/11/2019 at 7:11 AM

ରାଞ୍ଚି ୨୩।୧୧: ନିର୍ବାଚନ ପୂର୍ବରୁ ଝାଡ଼ଖଣ୍ଡରେ ଦେଖାଦେଇଛି ନକ୍ସଲଙ୍କ ଲଙ୍କାକାଣ୍ଡ । ଲାଲବାହିନୀର ଆକ୍ରମଣରେ ଚାରି ଜଣ ପୋଲିସ ସହିଦ ହୋଇଛନ୍ତି । ଝାଡ଼ଖଣ୍ଡର ଲାତୋହାର ଜିଲ୍ଲାରେ ଘଟିଛି ଏହି ଘଟଣା ।

ସୂଚନାଯୋଗ୍ୟ ଯେ, ଝାଡ଼ଖଣ୍ଡର ଲାତୋହାର ଜିଲ୍ଲାରେ  ମାଓ ହିଂସାରେ ଜଣେ ଏଏସ୍ ଆଇ ସମେତ ଚାରି ଜଣ ପୋଲିସ କର୍ମୀ ସହିଦ ହୋଇଛନ୍ତି। ସ୍ଥାନୀୟ ଚାନ୍ଦୱା  ଥାନା ଅଞ୍ଚଳରେ କିଛି ପୋଲିସ ଗାଡ଼ିରେ ଯାଉଥିବା ବେଳେ ସେମାନଙ୍କୁ ଘେରିଯାଇ ନକ୍ସଲ ଆକ୍ରମଣ କରିଥିଲେ । ଉଭୟ ପୋଲିସ-ନକ୍ସଲ ମଧ୍ୟରେ ଗୁଳି ବିନିମୟ ଚାରି ଜଣ ପୋଲିସ କର୍ମୀ ସହିଦ ହୋଇଛନ୍ତି । ସ୍ଥାନୀୟ ଅଞ୍ଚଳକୁ ଅଧିକ ସୁରକ୍ଷାକର୍ମୀ ପଠାଯାଇଛି । ନକ୍ସଲ ଆକ୍ରମଣ ଘଟଣାକୁ ମୁଖ୍ୟମନ୍ତ୍ରୀ ରଘୁବର ଦାସ କଡା ନିନ୍ଦା କରିଛନ୍ତି । ଝାଡ଼ଖଣ୍ଡରେ ୮୧ ଆସନ ବିଶିଷ୍ଟ  ବିଧାନସଭା ପାଇଁ ଆସନ୍ତା ୩୦ ତାରିଖରୁ ନିର୍ବାଚନ ହେବ। ୫ଟି ପର୍ଯ୍ୟାୟରେ ହେବାକୁ ଥିବା ଏହି ନିର୍ବାଚନ ଡିସେମ୍ବର ୨୩ରେ ସରିବ ।

   Related Posts