Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୧୧ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୧୭୩୨ ପଜିଟିଭ୍
  • ||
  • ରାଜ୍ୟରେ କରୋନା ନେଲା ଆଉ ୧୯ଜଣଙ୍କ ଜୀବନ, ୨୩୧୩ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ଟ୍ରାନ୍ସଫର୍ମର ଉପରେ ଚଢିଗଲେ ଯୁବକ, ଜଳି ଯାଉଥିବା ବେଳେ ଉଦ୍ଧାର କଲା ଅଗ୍ନିଶମ ବାହିନୀ
  • ||
  • ସ୍ୱାମୀ ନା ସଇତାନ ? ସ୍ତ୍ରୀକୁ ପିଟିପିଟି କଲା ହତ୍ୟା
  • ||
  • ପାରା ଧରିବା ବେଳେ ଲାଗିଗଲା ବିଦ୍ୟୁତ ତାର, ପୋଡିଗଲା ଶରୀରର ୯୦%
  • ||

ଦେବଗଡ଼ରେ ମାଓ କ୍ୟାମ୍ପ ଠାବ

6/06/2018 at 9:04 AM

ଦେବଗଡ଼ରେ ମୋ କ୍ୟାମ୍ପ ଠାବ କରିଛି ପୋଲିସ |
ଦେବଗଡ଼ କେଲଡା ଗାଁ ନିକଟସ୍ଥ ଜଙ୍ଗଲରୁ ମାଓ କ୍ୟାମ୍ପ ଠାବ କରାଯାଇଛି | ଜଙ୍ଗଲରୁ ବିଭିନ୍ନ ପ୍ରକାର ମାଓ ସାମଗ୍ରୀ ଜବତ କରାଯାଇଛି | ମାଓ ପୋଷାକ, ପୁସ୍ତିକା, ପତାକା,ଇଲେକ୍ଟ୍ର ତାର ଜବତ କରିଛି ପୋଲିସ | ଜଙ୍ଗଲରେ ସର୍ଚ୍ଚ ଅପରେସନ ଜାରି ରହିଛି |

Leave a Reply

   Related Posts