Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟର ୧୬ଟି ଜିଲ୍ଲାରେ ହେବ ଆରଟି ପିସିଆର ଲ୍ୟାବ୍, ୨୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ
  • ||
  • ପାଟଣା : ବଳଦ ନେଇ ଘରକୁ ଫେରୁଥିଲେ, ବଜ୍ରାଘାତରେ ଚାଲିଗଲା ରାଇଦାସଙ୍କ ଜୀବନ
  • ||
  • ମହିଳା ସାମ୍ବାଦିକ ସବନମ୍‌ ଶିରିନ୍‌ଙ୍କ ଦେହାନ୍ତ , କୋଭିଡ୍‌ରେ ଆକ୍ରାନ୍ତ ହୋଇ ଏମସ୍‌ରେ ହେଉଥିଲେ ଚିକିତ୍ସିତ
  • ||
  • ଭଦ୍ରକ : ବାପଘର ଲୋକ ଆଣିଲେ ବଧୂ ହତ୍ୟା ଅଭିଯୋଗ, ଶ୍ବଶୁରଘର କହୁଛନ୍ତି ପଡିଗଲେ ବାଥରୁମ୍‌ରେ
  • ||
  • ୧୦ ହଜାର ତଳକୁ ଖସିଲା କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୯୭୯୩ ପଜିଟିଭ୍
  • ||
  • ୧୦ ବର୍ଷର ଶିଶୁର ଜୀବନ ନେଲା କରୋନା…
  • ||
  • ଟ୍ରକ୍‌କୁ ଧକ୍କା ଦେଲା ବରଯାତ୍ରୀ ଗାଡି : ୫ ମୃତ, ୩ ଗୁରୁତର
  • ||
  • ଭୁବନେଶ୍ବର : ରାଜ୍ୟରେ କରୋନା ନେଲା ଆଉ ୧୮ଜଣଙ୍କ ଜୀବନ, ୨୨୧୫ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||

ମାଲକାନଗିରିରେ ସହିଦ ସପ୍ତାହ ପାଳିବାକୁ ଆହ୍ୱାନ ; ବସ ଚଳାଚଳ ଠପ

28/07/2018 at 7:43 AM

ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ବ୍ଲକର ବିଭିନ୍ନ ସ୍ଥାନରେ ମାଓ ପୋଷ୍ଟର ଓ ବ୍ୟାନର ଦେଖିବାକୁ ମିଳିଛି | ଆଜିଠାରୁ ମାଓବାଦୀମାନେ ସହିଦ ସପ୍ତାହ ପାଳନ କରିବାକୁ ପୋଷ୍ଟର ମାଧ୍ୟମରେ ଆହ୍ୱାନ ଦେଇଛନ୍ତି | ନିଜର ସ୍ଥିତି ଜାହିର କରିଛନ୍ତି ଲାଲ କରିଡର | ୨୮ ଅକ୍ଟୋବର ୨୦୧୬ ଗୁଳିରେ ସହିଦ ହୋଇଥିବା ନକ୍ସଲଙ୍କୁ ଶ୍ରଦ୍ଧାଞ୍ଜଳି ଦେବାକୁ ବ୍ୟାନରରେ ଉଲ୍ଲେଖ କରିଛନ୍ତି ମାଓବାଦୀ | ତେବେ ଜିଲ୍ଲାର ସମସ୍ତ ସରକାରୀ ବସ ଚଳାଚଳ ସମ୍ପୂର୍ଣ ବନ୍ଦ କରି ଦିଆଯାଇଛି | ମାଓବାଦୀଙ୍କୁ କଡା ଜବାବ ଦେବା ପାଇଁ ପୋଲିସ ମଧ୍ୟ ପ୍ରସ୍ତୁତ ହୋଇ ରହିଛି |

   Related Posts