Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭରତିଆ ଟାୱାରରୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା, ପରିଚୟ ଖୋଜୁଛି ପୋଲିସ
  • ||
  • ଟିୟୁସନ୍‌ ସାରି ଫେରୁଥିବା ବେଳେ ଡ୍ରେନ୍‌ ପାଣିରେ ଭାସିଗଲେ ନାବାଳକ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୭ ଜଣଙ୍କ ଜୀବନ
  • ||
  • ଛିଡୁନି ଅଡୁଆ, ହଟୁନି ସସପେନ୍ସ : ପଞ୍ଜାବ ମୁଖ୍ୟମନ୍ତ୍ରୀ ହେବାକୁ ମନା କଲେ କଂଗ୍ରେସ ନେତ୍ରୀ ଅମ୍ବିକା ସୋନୀ
  • ||
  • ବର୍ଷାରେ ଭାସିଗଲା କାଠପୋଲ, ୪୨ ପରିବାର ବାହ୍ୟ ଜଗତରୁ ବିଛିନ୍ନ
  • ||
  • ଟଳିଲା ବନ୍ୟା ଆଶଙ୍କା, ମହାନଦୀ ସମେତ ଶାଖାନଦୀରେ କମୁଛି ପାଣି
  • ||
  • ତିର୍ତ୍ତୋଲ ଓ କୁଜଙ୍ଗରେ ବଢୁଛି ଦୁର୍ଦ୍ଦଶା, ୧୦ ଗାଁରେ ପଶିଲା ବନ୍ୟାଜଳ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩୦ ହଜାରରୁ ଅଧିକ କରୋନା ପଜିଟିଭ୍, ୩୦୯ ମୃତ
  • ||
  • ସଫଳ ହେଲା SPACE-X INSPIRATION ମିଶନ, ଅନ୍ତରୀକ୍ଷରୁ ଫେରିଲେ ୪ ପର୍ଯ୍ୟଟକ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୬୨୩ କୋଭିଡ୍ ପଜିଟିଭ୍
  • ||

କୋଇଲିବେଡା ଜଙ୍ଗଲରେ ନକ୍ସଲଙ୍କ ସିରିଏଲ ବ୍ଲାଷ୍ଟ; ଜଣେ ବିଏସ୍ଏଫ୍ ଜବାନ ଗୁରୁତର

11/11/2018 at 11:49 AM

ମାଲକାନଗିରି ୧୧/୧୧ : ଛତିଶଗଡରେ ପୁଣି ଦେଖିବାକୁ ମିଳିଛି ଲାଲ୍ ତାଣ୍ଡବ | ଅନ୍ତାଗଡା କୋଇଲିବେଡା ଜଙ୍ଗଲରେ ନକ୍ସଲ ସିରିଏଲ ବ୍ଲାଷ୍ଟ କରିଛନ୍ତି | ଜବାନଙ୍କୁ ଟାର୍ଗେଟ କରି ଲ୍ୟାଣ୍ଡ ମାଇନ ବିସ୍ଫୋରଣ କରିଛନ୍ତି ନକ୍ସଲ | ବିସ୍ଫୋରଣରେ ଜଣେ ବିଏସ୍ଏଫ୍ ଜବାନ ଗୁରୁତର ଥିବା ସୂଚନା ମିଳିଛି | ସେପଟେ ବିଜାପୁରରେ ପୋଲିସ ଓ ମାଓବାଦୀ ମଧ୍ୟରେ ଗୁଳି ବିନିମୟ ହୋଇଛି | ପୋଲିସ ଗୁଳିରେ ଜଣେ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି | ଅନ୍ୟ ଜଣେ ମାଓବାଦୀକୁ କାବୁ କରିଛି ପୋଲିସ | ସେମାନଙ୍କ ନିକଟରୁ ୨ଟି ବନ୍ଧୁକ ସହ ବହୁ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ କରିଛି ପୋଲିସ | ବିଜାପୁର ସୀମାନ୍ତରେ ଏବେବି ଗୁଳି ବିନିମୟ ଚାଲିଛି |

   Related Posts