Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କରୋନା ନେଲା ଆଉ ୨୨ଜଣଙ୍କ ଜୀବନ, ୨୨୭୩ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ୧୨ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୨୩୯୦ ପଜିଟିଭ୍
  • ||
  • ନିରାଡମ୍ବର ଭାବେ ପାଳିତ ହେଉଛି ଇଦ୍-ଉଲ-ଫିତର, ଇଦଗାହରେ ହେବନାହିଁ ସାମୂହିକ ନମାଜ ପାଠ
  • ||
  • କମିବ କାଳବୈଶାଖି ପ୍ରଭାବ, ବଢିବ ଗୁଳୁଗୁଳି
  • ||
  • ଲଭ ୟୁ ଜିନ୍ଦେଗୀ ନୁହେଁ, ରୁଠ୍ ଗୟି ଜିନ୍ଦେଗୀ….ହସି ହସି ମହାମାରୀ ସହ ଲଢି ଲଢି ଚାଲିଗଲେ ୩୦ ବର୍ଷୀୟ ମହିଳା
  • ||

ନୟାଗଡ ରଣପୁର ଥାନା ସାରଙ୍ଗପୁରରେ ଓଡିଶା ଗ୍ରାମ୍ୟ ବ୍ୟାଙ୍କ ଲୁଟ୍ ଘଟଣା

9/07/2018 at 6:38 AM

ନୟାଗଡ ରଣପୁର ଥାନା ସାରଙ୍ଗପୁରରେ ଓଡିଶା ଗ୍ରାମ୍ୟ ବ୍ୟାଙ୍କ ଲୁଟ୍ ଘଟଣା। ଜଣେ ଅଭିଯୁକ୍ତକୁ ଗିରଫ କଲା ରଣପୁର ପୋଲିସ। ଗିରଫ ଅଭିଯୁକ୍ତ ହେଉଛି ଦୀପକ ଭୋଇ।ଦୀପକର ଘର ଜଗତସିଂହପୁର ଜିଲ୍ଲା ବିରିଡି ଅଞ୍ଚଳରେ। ପୂର୍ବରୁ ଏହି ଘଟଣାରେ ସମ୍ପୃକ୍ତ ୨ ଅଭିଯୁକ୍ତଙ୍କୁ ଏନକାଉଣ୍ଟର କରିଥିଲା ପୋଲିସ। ଗତ ଏପ୍ରିଲ ୬ ତାରିଖରେ ବ୍ୟାଙ୍କରୁ ଲୁଟ୍ ହୋଇଥିଲା। ଏହି ଘଟଣାରେ ସମ୍ପୃକ୍ତ ଆଉ ଦୁଇ ଜଣ ଅଭିଯୁକ୍ତ ଏବେ ବି ଫେରାର ଅଛନ୍ତି।

   Related Posts