Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟେଷ୍ଟ ପରେ ଓ୍ବାନ୍‌ ଡେ’ ସିରିଜ୍‌ କବ୍‌ଜା କଲା ଦକ୍ଷିଣ ଆଫ୍ରିକା, ଦ୍ବିତୀୟ ଦିନିକିଆରେ ଟିମ୍‌ ଇଣ୍ଡିଆ ୭ ଓ୍ବିକେଟରେ ଧରାଶୟୀ, ଭାରତ ୨୮୭/୬(୫୦ ଓଭର), ଦକ୍ଷିଣ ଆଫ୍ରିକା ୨୮୮/୩ (୪୮.୧ଓଭର)
  • ||
  • ରାଜ୍ୟରେ ଶୁକ୍ରବାର ସୁସ୍ଥହେଲେ ୧୦,୩୯୦ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୨୬୧୦ଜଣ ଡିସଚାର୍ଜ
  • ||
  • ହରଭଜନ ସିଂହ କରୋନା ଆକ୍ରାନ୍ତ, ନିଜକୁ କଲେ ଆଇସୋଲେଟ୍‌
  • ||
  • ଚୋରା ବାଲି କାରବାରରୁ ହତ୍ୟା, ଶ୍ରମିକଙ୍କ ଉପରେ ଚଢାଇଦେଲେ ଟ୍ରାକ୍ଟର !
  • ||
  • ରାଜ୍ୟରେ ୧୦ ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୯୮୩୩ କୋଭିଡ୍ ପଜିଟିଭ୍, ୧୧୮୭୨୯୫ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଶିବାଡ ଘାଟିରେ ଓଲଟିଲା ଇସପାତ୍, ୮ ଗୁରୁତର
  • ||
  • ଶୁକ୍ରବାରଠୁ ଲିଭିବ ଅମର ଯବାନ ଜ୍ୟୋତି : ୫୦ ବର୍ଷ ତଳେ ଶୁଭାରମ୍ଭ କରିଥିଲେ ଇନ୍ଦିରା ଗାନ୍ଧୀ
  • ||
  • ଟି୨୦ ବିଶ୍ୱକପ୍ : ଖେଳସୂଚୀ ଜାରି କଲା ଆଇସିସି, ଏହି ତାରିଖରେ ଭାରତ-ପାକିସ୍ତାନ ମହା ମୁକାବିଲା
  • ||
  • ଦ୍ୱିତୀୟ ଦିନିକିଆରେ କମ୍ ବ୍ୟାକ୍ କରିବ ଟିମ୍ ଇଣ୍ଡିଆ ! ଦକ୍ଷିଣ ଆଫ୍ରିକା ବିପକ୍ଷରେ ସିରିଜ୍ ବରାବର ଲକ୍ଷ୍ୟ
  • ||

ଆଜି ଏନ୍‌ସି ଅଧ୍ୟକ୍ଷ ଫାରୁକ ଅବଦୁଲ୍ଲାଙ୍କୁ ଭେଟିବେ ଦଳର ୧୫ଜଣିଆ ପ୍ରତିନିଧି ଟିମ୍

6/10/2019 at 8:19 AM

ଶ୍ରୀନଗର ୬।୧୦: ଆଜି ନ୍ୟାସନଲା କନଫରେନ୍ସର ଏକ ୧୫ ଜଣିଆ ଦଳ ଅଧ୍ୟକ୍ଷ ଫାରୁକ ଅବଦୁଲା ଓ ଉପାଧ୍ୟକ୍ଷ ଓମାର ଅବଦୁଲାଙ୍କୁ ଭେଟିବେ । ରାଜ୍ୟପାଳ ସତ୍ୟପାଲ ମଲ୍ଲିକ ଏନେଇ ଦେଇଛନ୍ତି ଅନୁମତି । ଦଳୀୟ ନେତାଙ୍କ ଅନୁରୋଧ ରକ୍ଷା କରି ଅନୁମତି ଦେଇଛନ୍ତି ରାଜ୍ୟପାଳ ।

ଏନସି ଜମ୍ମୁ ଶାଖାର ଅଧ୍ୟକ୍ଷ ଦେବେନ୍ଦ୍ର ସିଂହ ରାଣାଙ୍କ ଏହି ପ୍ରତିନିଧି ଦଳର ନେତୃତ୍ବ ନେଉଛନ୍ତି । ଦଳର ସଭାପତିଙ୍କୁ ଭେଟିବା ପାଇଁ ପ୍ରତିନିଧି ଦଳ ରାଜ୍ୟପାଳଙ୍କୁ ଗୁରୁବାର ଅନୁମତି ମାଗିଥିଲେ । ଗତକାଲି ରାଜ୍ୟପାଳ ଅନୁମତି ଦେବାପରେ ଆଜି  ଫାରକଙ୍କୁ ଭେଟିବେ ପ୍ରତିନିଧି ଦଳ ।

ଜମ୍ମୁ-କଶ୍ମୀରରେ ଧାରା ୩୭୦ ଉଚ୍ଛେଦ ପରେ ଘାଟିର ଛୋଟ ବଡ ବିଭିନ୍ନ ରାଜନୈତିକ ଦଳର ନେତାଙ୍କୁ ନଜରବନ୍ଦୀ କରାଯାଇଥିଲା।

   Related Posts