Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସାଲେପୁର : ମକର ଯାତ୍ରାରୁ ନାବାଳିକାଙ୍କୁ ଟେକି ନେଇ ନଦୀପଠାରେ ଗଣଦୁଷ୍କର୍ମ, ଥାନାରେ ଏତଲା, ଭାଇରାଲ୍ ଭିଡିଓ ନେଇ ପୋଲିସର ଛାନଭିନ୍
  • ||
  • କେନ୍ଦ୍ରାପଡା : ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ, ସିଡିଏମ୍‌ଓଙ୍କ କାର୍ଯ୍ୟାଳୟ ଆଗରେ ମୃତଦେହ ରଖି ପରିବାର ଲୋକଙ୍କ ଧାରଣା
  • ||
  • ବୌଦ୍ଧ : ATMରୁ ବାହାରିଲା କାଗଜ ପେଷ୍ଟ ଥିବା ୨୦ଟି ୫ଶହ ଟଙ୍କିଆ ନୋଟ୍, ଫେରସ୍ତ ନେବାକୁ ମନାକଲା ବ୍ୟାଙ୍କ୍ !
  • ||
  • ଭୁବନେଶ୍ବର : ରାଜ୍ୟରେ ବୁଧବାରଠୁ ପୁଣି ଟିକାକରଣ, ଟିକା ନେବେ ବଳକା ୧ ଲକ୍ଷ ୭୩ ହଜାର ୬୩୬ ଜଣ ସ୍ଵାସ୍ଥ୍ୟକର୍ମୀ
  • ||
  • ସମ୍ବଲପୁର : କିନ୍ନରଙ୍କଠାରୁ ୩ବର୍ଷର ଶିଶୁ କନ୍ୟାକୁ ଉଦ୍ଧାର କଲା ଚାଇଲ୍ଡ ଲାଇନ୍, ଚୋରି ସନ୍ଦେହ
  • ||
  • ଭୁବନେଶ୍ବର : STF ପଞ୍ଝାରେ ଧଳା ଜହର ବେପାରୀ, କୋଟିଏରୁ ଅଧିକ ଟଙ୍କାର ବ୍ରାଉନସୁଗାର ଜବତ
  • ||
  • ନବରଙ୍ଗପୁର : ଚଳନ୍ତା କାର୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ||
  • ଢେଙ୍କାନାଳ : ହାତୀ ପୁଣି ନେଲା ଆଉ ଜଣଙ୍କ ଜୀବନ, ଶୌଚ ହେବାକୁ ଯାଇଥିବା କଚାଡି ମାରିଲା ଦନ୍ତା
  • ||
  • ବଲାଙ୍ଗୀର : ବିଚାରାଧୀନ କଏଦୀ ମୃତ, ହତ୍ୟା ମାମଲାରେ ଥିଲେ ଅଭିଯୁକ୍ତ
  • ||
  • ଶହେ ତଳକୁ ଖସିଲା ଦୈନିକ ସଂକ୍ରମିତଙ୍କ ସଂଖ୍ୟା : ରାଜ୍ୟରେ ଚିହ୍ନଟ ହେଲେ ଆଉ ୯୯ କୋଭିଡ୍ ପଜିଟିଭ୍‌, ୩୩୪୫୨୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||

୩୧୨ ଆସନରେ ବିଜେପି ଆଗୁଆ, ରାହୁଲ ଓ ସୋନିଆ ପଛରେ

23/05/2019 at 9:32 AM

ନୂଆଦିଲ୍ଲୀ ୨୩|୫: ୨୦୧୯ ସାଧାରଣ ନିର୍ବାଚନର ଫଳାଫଳ ପାଇଁ ଆଉ ମାତ୍ର କିଛି ଘଣ୍ଟାର ଅପେକ୍ଷା । ସକାଳ ୮ଟାରୁ ଆରମ୍ଭ ହୋଇଛି କାଉଣ୍ଟିଂ । ୫୪୨ଟି ଲୋକସଭା ଓ ୪ ରାଜ୍ୟର ବିଧାନସଭା ପାଇଁ  ଭୋଟ୍ ଗଣତି ।

୫୪୩ରୁ ୫୪୨ଟି ଲୋକସଭା ଆସନ ପାଇଁ ନିର୍ବାଚନ ହୋଇଛି । ସେଥିମଧ୍ୟରୁ ୫୦୯ଟି ାସନର ଗଣତି ଫଳାଫଳ ହସ୍ତଗତ ହୋଇଛି । ସେଥି ମଧ୍ୟରୁ ୩୧୨ଟି ଆସନରେ ବିଜେପି ଆଗୁଆ ଥିବାବେଳେ ୧୧୨ଟି ଆସନରେ କଂଗ୍ରେସ ଆଗୁଆ ରହିଛି । ୮୫ଟି ଆସନରେ ଆନ୍ୟନ୍ୟ ରାଜନୈତିକ ଦଳ ଆଗୁଆ ରହିଛନ୍ତି । ସବୁଠୁ ଗୁରୁତ୍ବପୂର୍ଣ୍ଣ କଥା ହେଉଛି ଏଆଇସିସି ସଭାପତି ରାହୁଲ ଗାନ୍ଧି ଆମେଥିରୁ ପଛୁଆ ଅଛନ୍ତି । ତାଙ୍କ ପ୍ରତିପକ୍ଷ ବିଜେପି ପ୍ରାର୍ଥୀ ସ୍ମୃତି ଇରାନୀ ଆଗୁଆ ରହିଛନ୍ତି । ସେହିଭଳି ସୋନିଆ ଗାନ୍ଧି ମଧ୍ୟ ରାୟବରେଲି ଆସନରୁ ପଛୁଆ ରହିଛନ୍ତି । ତେବେ ବାରାଣାସୀ ଆସନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଗୁଆ ରହିଛନ୍ତି । ସନ୍ନି ଦେଓଲ ମଧ୍ୟ ପଞ୍ଜାବର ଗୁରୁଦାସପୁର ଆସନରୁ ଆଗୁଆ ରହିଛନ୍ତି ।

   Related Posts