Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚାଲିପାରିଲାନି ବିଧାନସଭା, ସୋମାବାର ପର୍ଯ୍ୟନ୍ତ ମୁଲତବୀ ଘୋଷଣା କଲେ ବାଚସ୍ପତି
  • ||
  • ଭୁବନେଶ୍ବର : ଚଉଷଠୀ ଯୋଗିନୀ ମା’ ନାରାୟଣୀଙ୍କ ମନ୍ଦିରରୁ ଚୋରି, ମା’ଙ୍କ ମୂର୍ତ୍ତିରୁ ସୁନା ଅଳଙ୍କାର ତାଡି ନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୬୯୭୦ଜଣ ଭିକାରୀ, ୪୧୨୮ ପୁରୁଷ ଓ ୨୮୪୨ ମହିଳା
  • ||
  • ଭୁବନେଶ୍ବର : ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଓମିକ୍ରନ୍ ଚିହ୍ନଟ ହୋଇନାହିଁ : DMET
  • ||
  • ଭୁବନେଶ୍ବର : ଗୃହରେ ବିରୋଧୀଙ୍କ ପ୍ରତିବାଦ ପ୍ରସଙ୍ଗ, ବିଧାୟିକା ସ୍ନେହାଙ୍ଗୀନି ଛୁରିଆ କହିଲେ- ‘ଏହା ଗଣତନ୍ତ୍ର ପ୍ରତି ସୁସ୍ଥ ବାତାବରଣ ନୁହଁ’
  • ||
  • ଭୁବନେଶ୍ବର : ଦୁର୍ବଳ ହେବାରେ ଲାଗିଛି ବାତ୍ୟା : ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତା ଝଡ ଧୀରେ ଧୀରେ ମହାବାତ୍ୟା ଆଡକୁ ମୁହାଁଇବ : ବିଷ୍ଣୁ ସେଠୀ
  • ||
  • ପୁରୀ : ପୁରୀ ବେଳାଭୂମିରେ ଲାଗିଲା ରେଡ୍ ଫ୍ଲାଗ୍, ଜନସାଧାରଣଙ୍କୁ ଯିବା ଲାଗି ବାରଣ
  • ||
  • ପଦାର୍ଥ ବିଜ୍ଞାନୀ ପଦ୍ମଭୂଷଣ ତ୍ରିଲୋଚନ ପ୍ରଧାନଙ୍କ ପରଲୋକ
  • ||
  • କୋରାପୁଟ : ମାଲବାହୀ ଟ୍ରେନ୍‌ ଇଞ୍ଜିନ୍ ଲାଇନ୍‌ଚ୍ୟୁତ, ନୂଆ ଟ୍ରାକ୍‌ରୁ ପୁରୁଣା ଟ୍ରାକ୍‌କୁ ପାସ୍ ବେଳେ ଦୁର୍ଘଟଣା
  • ||

ଦେଶରେ ପାଖାପାଖି ୫୦ ଲକ୍ଷ ସଂକ୍ରମିତ କରୋନାକୁ ଦେଲେ ମାତ୍, ଆଜି ସୁସ୍ଥ ହୋଇ ଘରକୁ ଫେରିଲେ ୯୨ ହଜାର

27/09/2020 at 9:04 PM

ନୂଆଦିଲ୍ଲୀ ୨୭।୦୯: ଦେଶରେ ଗତ ୨୪ ଘଣ୍ଟାରେ କୋଭିଡ୍-୧୯ରେ ୯୨,୦୪୩ ରୋଗୀ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହା ସହିତ ଭାରତରେ କରୋନାରୁ ଆରୋଗ୍ୟଙ୍କ ସଂଖ୍ୟା ୫୦ ଲକ୍ଷ ନିକଟତର ପହଞ୍ଚିଛି। କେନ୍ଦ୍ର ସ୍ଵାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଚିକିତ୍ସାଧୀନ ରୋଗୀଙ୍କ ତୂଳନାରେ ସୁସ୍ଥ ସଂଖ୍ୟା ୩୯, ୮୫, ୨୨୫ ଅଧିକ ରହିଛି। ଗତ କିଛି ଦିନ ପ୍ରତିଦିନ ହାରାହାରି ୯୦ ହଜାରରୁ ଅଧିକ ରୋଗୀ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ବିଶ୍ଵରେ  ଭାରତରେ ସର୍ବାଧିକ ରୋଗୀ କରୋନାରୁ ଆରୋଗ୍ୟଲାଭ କରିଛନ୍ତି।

ମନ୍ତ୍ରଣାଳୟ ରବିବାର ଦେଇଥିବା ସୂଚନା ଅନୁଯାୟୀ ଗତ ୨୪ ଘଣ୍ଟାରେ ୯୧  ହଜାର ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହି ସମୟରେ ୮୬ ହଜାର ନୂତନ ରୋଗୀ ଚିହ୍ନଟ ହୋଇଛନ୍ତି। ଆଶ୍ଵସ୍ତିକର କଥା ଦେଶରେ ସୁସ୍ଥଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢିବାରେ ଲାଗିଛି। ସୁସ୍ଥହାର ବୃଦ୍ଧି ଘଟି ୮୨.୪୬ ପ୍ରତିଶତରେ ପହଞ୍ଚିଛି।  

   Related Posts