Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୋଦୀ ସରକାରଙ୍କ ବଡ ନିଷ୍ପତ୍ତି: ଜାମ୍ମୁ-କାଶ୍ମୀରରେ ଯେ କେହି ବି ଜାଗା କିଣି ପାରିବେ, ବିଜ୍ଞପ୍ତି ଜାରି କଲା ଗୃହ ମନ୍ତ୍ରଣାଳୟ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୨୭୨ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୧୨୪୭ କରୋନା ସଂକ୍ରମିତ, ୨୮୩୯୪୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଢେଙ୍କାନାଳ : କେନାଲରୁ ମୃତଦେହ ଉଦ୍ଧାର, ଶୌଚ ହେବାକୁ ଯାଇ ବୁଡିଯାଇଥିବା ସନ୍ଦେହ
  • ||
  • ଢେଙ୍କାନାଳ : ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ଠେଙ୍ଗାରେ ପିଟି ପିଟି ମାରିଦେଲା, ଅଭିଯୁକ୍ତ ସ୍ବାମୀ ଫେରାର
  • ||
  • ଅନୁଗୋଳ : ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ବିଷାକ୍ତ ମଦ ପିଇ ମୃତ୍ୟୁ ଅଭିଯୋଗ
  • ||
  • କଳାହାଣ୍ଡି : ଯୁବକଙ୍କ କ୍ଷତ ବିକ୍ଷତ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ
  • ||
  • ଜଲାପୁଟ ଜଳ ଭଣ୍ଡାରରେ ମାଛଧରା ଡଙ୍ଗା ବୁଡି ୩ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ପାକିସ୍ତାନ : ପେଶାଓ୍ୱାରରେ ବୋମା ବିସ୍ଫୋରଣରେ ୭ ମୃତ, ୫୫ ଆହତ
  • ||
  • ପଞ୍ଜାବର ବିଜୟ ଅଭିଯାନ ଜାରି, ୮ ଓ୍ୱିକେଟରେ ହାରିଲା କୋଲକାତା ନାଇଟ ରାଇଡର୍ସ
  • ||

ଫୋନରେ NEET ଟପ୍ପର ସୋଏବଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ,ଉଜ୍ଜଳ କ୍ୟାରିୟର ନେଇ ଜଣାଇଲେ ଶୁଭେଚ୍ଛା

18/10/2020 at 2:39 PM

ଭୁବନେଶ୍ୱର ୧୮।୧୦:  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ସର୍ବଭାରତୀୟ ମେଡିକାଲ ଏଣ୍ଟ୍ରାନ୍ସ-NEET ଟପ୍ପର  ସୋଏବ ଅଫତାବଙ୍କୁ ଅଭିନନ୍ଦନ ଜଣାଇବା ସହିତ ତାଙ୍କର ଏହି ବଡ଼ ସଫଳତା ପାଇଁ ଫୋନ ଯୋଗେ ଅଭିନନ୍ଦନ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ସୋଏବଙ୍କୁ ତାଙ୍କର ଉଜ୍ଜଳ କ୍ୟାରିୟର ପାଇଁ ଶୁଭେଚ୍ଛା ଜଣାଇଛନ୍ତି।

ସୋଏବ ଅଫତାବ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ଠାରୁ ଫୋନ୍  କଲ୍ ପାଇ ବେଶ୍  ଖୁସି ପ୍ରକାଶ କରିବା ସହିତ ତାଙ୍କୁ ଧନ୍ୟବାଦ ଜଣାଇଛନ୍ତି। ରାଉରକେଲା ନାଲା ରୋଡ୍ ରେ ସୋଏବ ଅଫତାବଙ୍କ ଘର। ଏକ ମଧ୍ୟବିତ୍ତ ପରିବାରର ଏହି ଛାତ୍ର ଜଣକ ନିଜ ଦକ୍ଷତା ପ୍ରତିପାଦନ କରି ଓଡ଼ିଶା ପାଇଁ ଗର୍ବ ଓ ଗୌରବ ଆଣିଛନ୍ତି । NEET ପରୀକ୍ଷାରେ ୭୨୦ ରୁ ୭୨୦ ମାର୍କ ରଖି ଶତପ୍ରତିଶତ ସଫଳତା ହାସଲ କରିଛନ୍ତି । NEET ରେ ଟପ୍ପର ହେବାରେ ସୋଏବ୍ ଓଡ଼ିଶାର ପ୍ରଥମ ଛାତ୍ର ଭାବେ ମାନ୍ୟତା ପାଇଛନ୍ତି ।

   Related Posts