Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପ୍ରଥମ ଟି-୨୦ରେ କଙ୍ଗାରୁ ଚିତ୍, ଚମକିଲେ ଭାରତୀୟ ବୋଲର, ଅଷ୍ଟ୍ରେଲିଆକୁ ୧୧ ରନରେ ହରାଇଲା ବିରାଟ ବାହିନୀ
  • ||
  • ୪ କ୍ବିଣ୍ଟାଲ ୬୦ କେଜି ଚନ୍ଦନ କାଠ ଜବତ: ଆନୁମାନିକ ମୂଲ୍ୟ ୭୦ ଲକ୍ଷ ଟଙ୍କାରୁ ଅଧିକ
  • ||
  • ଜଳେଶ୍ବର: ବିଶାଖା ଏଗ୍ରୋ ସୋରୁମ୍ ଆଗରେ ଚାଷୀମାନଙ୍କ ପକ୍ଷରୁ ଆମରଣ ଅନଶନ
  • ||
  • ଅପରାହ୍ନରେ ସ୍ଥଳଭାଗ ଛୁଇଁବ ‘ବୁରେଭି’ : କେରଳ-ତାମିଲନାଡୁର କିଛି ଜିଲ୍ଲାରେ ଛୁଟି ଘୋଷଣା, ବିମାନବନ୍ଦର ବନ୍ଦ
  • ||
  • ଜଗତପୁର : ଧାନ କଟାଳୀଙ୍କୁ ଶୁଣ୍ଢରେ କଚାଡି ମାରିଲା ହାତୀ
  • ||
  • ବାଲେଶ୍ବର ଓ ମୟୁରଭଞ୍ଜରେ ମୃଦୁ ଭୂକମ୍ପ ଝଟ୍‌କା ଅନୁଭୂତ
  • ||
  • ଆଜି ପ୍ରଥମ ଟି୨୦ : ଅଷ୍ଟ୍ରେଲିଆକୁ କଡା ଟକ୍କର ଦେବ ଭାରତ, ଓ୍ୱାର୍ଣ୍ଣରଙ୍କ ଅନୁପସ୍ଥିତିର ଫାଇଦା ନେବ ବିରାଟ ବାହିନୀ
  • ||
  • ଜି.ଉଦୟଗିରି : ନାବାଳିକା ଝିଅକୁ ଦୁଷ୍କର୍ମ ଅଭିଯୋଗ, ଅଭିଯୁକ୍ତକୁ ଗିରଫ କଲା ପୋଲିସ
  • ||
  • ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର: ପ୍ରାଥମିକ ତଦନ୍ତରୁ ହତ୍ୟା ସନ୍ଦେହ
  • ||
  • ପୋଲିସ୍‌ ଏବଂ ଜୁଆ ଆଡ୍ଡା ମାଲିକଙ୍କ କଥାବାର୍ତ୍ତାର ଅଡିଓ କଲ ଭାଇରାଲ
  • ||

ବାତ୍ୟା ‘ଫନି’ ପାଇଁ ବାତିଲ ହେଲା ନିଟ୍ ପରୀକ୍ଷା

5/05/2019 at 12:45 PM

ଭୁବନେଶ୍ବର ୫|୫: ବାତ୍ୟା ‘ଫନି’ ପାଇଁ ବାତିଲ ହେଲା ଦି ନ୍ୟାଶନାଲ ଏଲିଜିବିଲିଟି କମ୍ ଏଣ୍ଟ୍ରାନ୍ସ ଟେଷ୍ଟ ବା ନିଟ୍ ପରୀକ୍ଷା । ‘ଫନି’ ପରେ ରାଜ୍ୟର ବିଭିନ୍ନ ସ୍ଥାନରେ ଉଦ୍ଧାର କାର୍ଯ୍ୟ ଜାରି ରହିଥିବାରୁ ପରୀକ୍ଷାକୁ ବାତିଲ କରାଯାଇଛି । ପରୀକ୍ଷା ବାତିଲ କରିବାକୁ ରାଜ୍ୟ ସରକାର ପୂର୍ବରୁ ଅନୁରୋଧ କରିଥିଲେ । ଏହାକୁ ଦୃଷ୍ଟିରେ ରଖି ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ଶନିବାର ଓଡିଶାରେ ପରୀକ୍ଷା ବାତିଲ ନେଇ ଘୋଷଣା କରାଯାଇଛି । ତେବେ କେବେ ପରୀକ୍ଷା ହେବ, ତାହା ଖୁବଶୀଘ୍ର ଘୋଷଣା କରାଯିବ ବୋଲି କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ ସଚିବ ଆର୍.ସୁବ୍ରମଣ୍ୟମ୍ ଟ୍ବିଟ୍ ଜରିଆରେ ଜଣାଇଛନ୍ତି ।

   Related Posts