Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୋଖରୀରୁ ମିଳିଲା ନିଖୋଜ ଶିଶୁକନ୍ୟାର ମୃତଦେହ, ହତ୍ୟା ସନ୍ଦେହ
  • ||
  • ଶିକାରୀ ଗିରଫ, ୬ ମୃତ ବିଦେଶୀ ପକ୍ଷୀ ଜବତ
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୭କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୧ କରୋନା ସଂକ୍ରମିତ, ୧୦୪୮୬୮୩ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୬୨୧ ମୃତ
  • ||
  • ମଝି ସମୁଦ୍ରରେ ଦୁର୍ଘଟଣା, ଧକ୍କା ହେଲା ୨ ଜାହାଜ
  • ||
  • ବାତ୍ୟାର ରୂପ ନେବ ଲଘୁଚାପ ! ଅନୁମାନ ଲଗାଇଲାଣି ଆଇଏମଡି, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ବାଘ ଗଣନା ବେଳେ ମିଳିଲା ମୃତଦେହ, ହତ୍ୟା ନା ଆତ୍ମହତ୍ୟା !
  • ||
  • ଶୀତ ଅଧିବେଶନ ପୂର୍ବରୁ ରବିବାର ସର୍ବଦଳୀୟ ବୈଠକ, ବିରୋଧିଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ
  • ||

ସେପ୍ଟେମ୍ୱର ୧୨ରେ ନିଟ୍‌ ୟୁଜି (NEET) ପରୀକ୍ଷା, ଟ୍ୱିଟ୍‌ କରି ସୂଚନା ଦେଲେ ଶିକ୍ଷାମନ୍ତ୍ରୀ

12/07/2021 at 6:36 PM

ନୂଆଦିଲ୍ଲୀ, ୧୨/୦୭: ସେପ୍ଟେମ୍ୱର ୧୨ରେ ନିଟ୍‌ ୟୁଜି (NEET) ପରୀକ୍ଷା ଅନୁଷ୍ଠିତ ହେବ । କୋଭିଡ୍‌ କଟକଣା ଭିତରେ ସାରା ଦେଶରେ ଏହି ପରୀକ୍ଷା ହେବ । ଏନେଇ କାଲି ଅପରାହ୍ଣ ୫ଟାରୁ ଛାତ୍ରଛାତ୍ରୀମାନେ ଅନ୍‌ଲାଇନ୍‌ରେ ଆବେଦନ କରିପାରିବେ ବୋଲି ଜଣାପଡ଼ିଛି ।

ଏନ୍‌ଟିଏ ୱେବ୍‌ସାଇଟ୍‌ ଜରିଆରେ ପରୀକ୍ଷାର୍ଥୀ ଆବେଦନ କରିପାରିବେ । ଏନେଇ ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ପରୀକ୍ଷା ହେବାକୁ ଥିବା ସହର ସଂଖ୍ୟା ୧୯୮କୁ ବୃଦ୍ଧି କରାଯାଇଛି । ପୂର୍ବରୁ ଏହି ସଂଖ୍ୟା ୧୫୫ ଥିଲା । ୨୦୨୦ ଠାରୁ ଚଳିତ ବର୍ଷ ପରୀକ୍ଷା କେନ୍ଦ୍ର ସଂଖ୍ୟା ବୃଦ୍ଧି କରାଯିବାକୁ ନିଷ୍ପତ୍ତି ହୋଇଛି ।

   Related Posts