Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଏସଏଫର ବଡ କାର୍ଯ୍ୟାନୁଷ୍ଠାନ, ବାଂଲାଦେଶ ସୀମାରେ ୮୨ ନକଲି ଡ୍ରାଇଭିଂ ଲାଇସେନ୍ସ ଜବତ
  • ||
  • ୟୁପି ସମର: ଅଖିଳେଶଙ୍କ ପାଇଁ ପ୍ରଚାର କରିବେ ମମତା, ଫେବୃଆରୀ ୮ରେ ଲକ୍ଷ୍ନୌରେ ଭର୍ଚୁଆଲ ରାଲି
  • ||
  • ଆସନ୍ତାକାଲି ପ୍ରଥମ ଦିନିକିଆ: କିଏ କରିବ ଓପନିଂ ? ଖୁଲାସା କଲେ ରାହୁଲ, ୫ ବର୍ଷ ପରେ ଦିନିକିଆକୁ ପ୍ରତ୍ୟାବର୍ତ୍ତନ କରିବେ ଏହି ଖେଳାଳି
  • ||
  • କାରିଗରଙ୍କଠୁ ଲାଞ୍ଚ ନେବା ମହଙ୍ଗା ପଡିଲା, ଭିଜିଲାନ୍ସ ଦ୍ଵାରା ବନ୍ଧା ହେଲେ ହସ୍ତଶିଳ୍ପ ନିଗମର ସହ-ନିର୍ଦ୍ଦେଶକ ଓ କ୍ରାପ୍ଟମ୍ୟାନ୍
  • ||
  • କଲେଜ୍ରେ ନିର୍ବାଚନୀ ସଭା ନେଇ କଠୋର ହେଲେ ଏସଇସି: ଏସଡିପିଓ ଏବଂ ପ୍ରିନ୍ସିପାଲଙ୍କୁ ନିଲମ୍ବନ କରିବାକୁ ଦେଲେ ନିର୍ଦ୍ଦେଶ
  • ||
  • IPL 2022: କେଏଲ ରାହୁଲଙ୍କ ସହ ଏହି ଦୁଇ ଖେଳାଳିଙ୍କୁ ନିଜ ଦଳରେ ସାମିଲ୍ କଲା ଲକ୍ଷ୍ନୌ ଫ୍ରାଞ୍ଚାଇଜି
  • ||
  • ମଙ୍ଗଳବାର ପୃଥିବୀର ନିକଟତର ହେବ ବିରାଟ ଗ୍ରହାଣୁ : ମାଡ ହେଲେ ଘଟାଇବ ବିନାଶ !
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୩୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୧୦ ମୃତ
  • ||
  • ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୮କୁ ବୃଦ୍ଧି
  • ||
  • ରାଜ୍ୟରେ ୧୧ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧୦୮୬ କୋଭିଡ୍ ପଜିଟିଭ୍, ୧୧୫୫୪୮୭ରେ ପହଞ୍ଚିଲା ସଂଖ୍ୟା
  • ||

କ୍ବାରେଣ୍ଟାଇନ୍ ସେଣ୍ଟରରେ ଅବ୍ୟବସ୍ଥା: ରାସ୍ତା ଅବରୋଧ କଲେ ପ୍ରବାସୀ

1/06/2020 at 3:47 PM

ଆଠଗଡ଼୧/୬: କଟକ ଜିଲ୍ଲା ନରସିଂହପୁର ବ୍ଲକର ବିଭିନ୍ନ କ୍ବାରେଣ୍ଟାଇନ ସେଣ୍ଟରରେ ଅବ୍ୟବସ୍ଥା ଅଭିଯୋଗ। ବିଶେଷକରି ନରସିଂହପୁର କଲେଜରେ ହୋଇଥିବା କ୍ବାରେଣ୍ଟାଇନ ସେଣ୍ଟରରେ ପିଇବା ପାଣି ଠାରୁ ଆରମ୍ଭ କରି ପରିମଳ ବ୍ୟବସ୍ଥା ପର୍ଯ୍ୟନ୍ତ ସବୁଥିରେ ଅବ୍ୟବସ୍ଥାକୁ ନେଇ ବିଭିନ୍ନ ସମୟରେ ଅଭିଯୋଗ ହୋଇ ଆସୁଥିଲା। ମାତ୍ର କେହି କର୍ଣ୍ଣପାତ ନ କରିବାରୁ ଆଜି ପ୍ରବାସୀ ଫେରନ୍ତାମାନେ ଗେଟର ତାଲା ଭାଙ୍ଗି କଟକ ନରସିଂହପୁର ମୁଖ୍ୟ ରାସ୍ତା ଅବରୋଧ କରିଥିଲେ।

ଫଳରେ ଯାତାୟାତ ସମ୍ପୂର୍ଣ୍ଣ ବାଧାପ୍ରାପ୍ତ ହୋଇଥିଲା। ଦୀର୍ଘ ଦୁଇ ଘଣ୍ଟା ପରେ ପ୍ରଶାସନର ହସ୍ତକ୍ଷେପ ଫଳରେ ସମସ୍ତ ସମସ୍ୟାର ତୁରନ୍ତ  ସମାଧାନ ପାଇଁ ପାଇଁ ପ୍ରତିଶ୍ରୁତି ଦିଆଯାଇଥିଲା। ଫଳରେ ରାସ୍ତା ଅବରୋଧ ହଟିବା ସହିତ ଯାତାୟାତ ସ୍ଵାଭାବିକ ହୋଇଥିଲା।

   Related Posts