Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁରୀ ସ୍ବର୍ଗ ଦ୍ବାରରୁ ହଟିଲା କଟକଣା, ସଂକ୍ରମଣ କମୁଥିବାରୁ ଜିଲ୍ଲା ପ୍ରଶାସନର ନିଷ୍ପତ୍ତି
  • ||
  • ‘କୁଲଦୀପ ଯାଦବଙ୍କ ପାଇଁ ଚ୍ୟାଲେଞ୍ଜିଂ ହେବ ଓ୍ବେଷ୍ଟଇଣ୍ଡିଜ ସିରିଜ୍, ଟିମ୍‌ ଇଣ୍ଡିଆକୁ ଭରସା ରଖିବାକୁ ହେବ’: ହରଭଜନ ସିଂହ
  • ||
  • ବିଧାନସଭା ନିର୍ବାଚନ ଏବଂ ବଜେଟ୍‌ ଅଧିବେଶନ ପୂର୍ବରୁ କଂଗ୍ରେସ ଡାକିଲା ଗୁରୁତ୍ବପୂର୍ଣ୍ଣ ବୈଠକ, ପ୍ରସ୍ତୁତ ହେବ ରଣନୀତି
  • ||
  • ରାଜ୍ୟରେ ସୁସ୍ଥହେଲେ ଆଉ ୧୧,୧୫୭ଜଣ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୩୬୫୩ଜଣ ଡିସଚାର୍ଜ
  • ||
  • ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ.ଜୟଶଙ୍କରଙ୍କୁ କରୋନା, ନିଜକୁ କଲେ ଆଇସୋଲେଟ୍
  • ||
  • ମହାକାଶରେ ନିୟନ୍ତ୍ରଣ ହରାଇଛି ସ୍ପେସଏକ୍ସର ଫାଲକନ-୯, ବିପଦରେ ଭାରତର ଚନ୍ଦ୍ରଯାନ
  • ||
  • ବିଜେପିରେ ସାମିଲ ହେଲେ ଉତ୍ତରାଖଣ୍ଡର ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ କିଶୋର ଉପାଧ୍ୟାୟ
  • ||
  • ରାଜ୍ୟରେ ଆଉ ୮ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୫୦କୁ ବୃଦ୍ଧି
  • ||
  • ରାଜ୍ୟରେ କମିଲା ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୯୦୧ କୋଭିଡ୍ ପଜିଟିଭ୍, ୧୨୩୧୧୬୯ରେ ପହଞ୍ଚିଲା ସଂଖ୍ୟା
  • ||
  • ଜିଲ୍ଲା ପରିଷଦ ନିର୍ବାଚନ ଲଢୁଛନ୍ତି ଡାକ୍ତରାଣୀ, ଚର୍ଚ୍ଚାରେ ବିଜେପି ପ୍ରାର୍ଥୀ ମୋନାଲିସା
  • ||

ବାଲେଶ୍ବରରେ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ପରେ ପଦକ୍ଷେପ : ନେଳିଆବାଗ ଅଞ୍ଚଳକୁ କଣ୍ଟନମେଣ୍ଟ ଜୋନ୍ ଘୋଷଣା, ସମସ୍ତ ପ୍ରବେଶ-ପ୍ରସ୍ଥାନ ପଥ ସିଲ୍

19/04/2020 at 9:29 AM

ବାଲେଶ୍ୱର ୧୯।୦୪: ରାଜ୍ୟର ୬୧ ନମ୍ବର କରୋନା ପଜିଟିଭ୍ ବାଲେଶ୍ବର ଜିଲ୍ଲାର । ବାଲେଶ୍ବର ସହରର ନେଳିଆବାଗ୍ ଅଂଚଳରେ ରୋଗୀଙ୍କ ଘର । ଏଥିପାଇଁ ପ୍ରଶାସନ ତରଫରୁ ସେହି ଅଂଚଳକୁ ସିଲ୍ କରାଯାଇ କଣ୍ଟେନମେଣ୍ଟ ଅଞ୍ଚଳ ଘୋଷଣା କରାଯାଇଥିବା ଉପଜିଲ୍ଲାପାଳ ନିଲୁ ମହାପାତ୍ର ସୂଚନା ଦେଇଛନ୍ତି ।

ନେଳିଆବାଗ୍ ଅଞ୍ଚଳର ସମସ୍ତ ପ୍ରବେଶ ଓ ପ୍ରସ୍ଥାନ ପଥକୁ ବାରିକେଡ୍ କରାଯାଇ ସିଲ କରାଯାଇଛି । ଆଉ ସେହି ଅଂଚଳର ଲୋକେ ଘରୁ ନବାହାରିବା ପାଇଁ ମାଇକ୍ ଯୋଗେ ପ୍ରଚାର କରାଯାଉଛି । କଣ୍ଟେନମେଣ୍ଟ ଅଞ୍ଚଳରେ ଥିବା ଲୋକଙ୍କୁ ଅତ୍ୟାବଶ୍ୟକ ସାମଗ୍ରୀ ପ୍ରଶାସନ ତରଫରୁ ଯୋଗାଇ ଦିଆଯିବ ବୋଲି ମାଇକ ଯୋଗେ ପ୍ରଚାର କରାଯାଉଛି ।

   Related Posts