ମାଟ୍ରିକ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଅପଡେଟ୍‌, ଏହି ତାରିଖରେ ବାହାରିବ ରେଜଲ୍ଟ

NEWS7
nepali-congress-to-back-oli-government-on-vote-for-new-map-of-nepal

ଭୁବନେଶ୍ୱର ୨୭।୦୨: ମାଟ୍ରିକ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଅପଡେଟ୍ । ମେ ୨ୟ ସପ୍ତାହ ସୁଦ୍ଧା ବାହାରିବ ମାଟ୍ରିକ ରେଜଲ୍ଟ । ୫୧ଟି କେନ୍ଦ୍ରରେ ଖାତା ଦେଖା ହେବ । ମାର୍ଚ୍ଚ ୧୯ରୁ ବିଭିନ୍ନ ସେଣ୍ଟରରେ ଆରମ୍ଭ ହେବ ଖାତା ଦେଖା ବୋଲି ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ସୂଚନା ଦେଇଛନ୍ତି ।