Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଟଣା : ଛିଡିଲାନି ଭାଗବଣ୍ଟା, ଦୁଇ ପିସ୍ ମାଂସ ପାଇଁ ଆତ୍ମହତ୍ୟା କଲେ ଭଉଣୀ
  • ||
  • କଟକ : ରେଭେନ୍ସା ବିଶ୍ବବିଦ୍ୟାଳୟର ନୂତନ କୁଳପତି ହେଲେ ପ୍ରଫେସର ସଞ୍ଜୟ ନାୟକ
  • ||
  • ଭୁବନେଶ୍ବର : ନାବାଳିକା ଗଣଦୁଷ୍କର୍ମ ମାମଲା, ଅପ୍ରେଲ ୫ରେ ଚୂଡାନ୍ତ ଶୁଣାଣି
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୫୪ କୋଭିଡ୍ ସଂକ୍ରମିତ, ୩୩୪୦୨୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ମେ’ ରେ ହେବ କଂଗ୍ରେସର ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ, ସିଡବ୍ଲ୍ୟୁସି ବୈଠକ ପରେ ବଡ ଘୋଷଣା କଲା ଦଳ
  • ||
  • ହୁ ହୁ ହୋଇ ବଢୁଛି ତୈଳଦର, ମୁମ୍ବାଇରେ ୯୧ ଟଙ୍କା ଉପରେ ପେଟ୍ରୋଲ ଦାମ୍
  • ||
  • ରାଉରକେଲା : ନିଆଁ ପୁଇଁବା ହେଲା କାଳ, ଦଳିଦେଲା ଦନ୍ତା, ଚାଲିଗଲା ଜୀବନ
  • ||
  • ଝଲସିବ ଅର୍କ କ୍ଷେତ୍ର : ନୂଆ ରୂପ ପାଇବ କୋଣାର୍କ ସୂର୍ଯ୍ୟ ମନ୍ଦିର, ପର୍ଯ୍ୟଟକଙ୍କୁ ମିଳିବ ବିଶ୍ୱସ୍ତରୀୟ ସୁବିଧା
  • ||
  • ଆଜି ବସୁଛି କଂଗ୍ରେସର ସିଡବ୍ଲ୍ୟୁସି ବୈଠକ, ଅଧ୍ୟକ୍ଷ ନିର୍ବାଚନ ନେଇ ହେବ ଆଲୋଚନା !
  • ||
  • ଏଥର ନିଜ ସ୍କୁଲରେ ଛାତ୍ରଛାତ୍ରୀ ଦେବେ ମାଟ୍ରିକ ପରୀକ୍ଷା, ୨ ଘଣ୍ଟାରେ ଲେଖିବାକୁ ପଡିବ ଉତ୍ତର
  • ||

ଭଦ୍ରକରେ ୧୦ ନୂଆ କରୋନା ପଜିଟିଭ୍‌ ଚିହ୍ନଟ

17/07/2020 at 12:53 PM

ଭଦ୍ରକ୧୭/୭: ଭଦ୍ରକ ଜିଲ୍ଲାରେ ପୁଣି ୧୦ କରୋନା ଆକ୍ରାନ୍ତ ଚିହ୍ନଟ। ଏହିମାନଙ୍କ ମଧ୍ୟରୁ ୫ ଜଣଙ୍କ ଲୋକାଲ କଣ୍ଟାକ୍ଟ ରହିଛି। ୧୦ ଜଣଙ୍କ ମଧ୍ୟରୁ ୫ ଜଣ ସରକାରୀ କ୍ବାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ଏହି ଜିଲ୍ଲାରେ କରୋନା ଆକ୍ରାନ୍ତ ସଂଖ୍ୟା ୩୧୫ ଜଣ ହୋଇଥିବା ବେଳେ ୨୮୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।ଏଥିସହ ୨୬ ଆକ୍ଟିଭ କେସ୍ ରହିଛି। ସେହିପରି ଗତକାଲି ରାଜ୍ୟ ସରକାର ରାଉରକେଲା ମହାନଗର ସମେତ ୫ ଜିଲ୍ଲାକୁ ଜୁଲାଇ ୩୧ ପର୍ଯ୍ୟନ୍ତ ସଟଡାଉନ୍ ଘୋଷଣା କରିଛନ୍ତି।

   Related Posts