Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ୟାଟସମ୍ୟାନଙ୍କ ପରେ ବିଫଳ ହେଲେ ଆରସିବି ବୋଲର, ‘କର ବା ମର’ ମ୍ୟାଚରେ ୫ ଓ୍ୱିକେଟରେ ଜିତିଲା ହାଇଦ୍ରାବାଦ
  • ||
  • ଗହଣା ଦୋକାନରୁ ଚୋରି, ଛାତ କଣା କରି ଲୁଟିନେଲେ ୨ କିଲୋର ସୁନା ଅଳଙ୍କାର
  • ||
  • ସାରୁଅ ଜମି କେଳେଙ୍କାରୀ : ଓଡିଶା ଇନଫ୍ରାଟେକ୍‌ର ଦୁଇ କର୍ମଚାରୀ ଗିରଫ, ଶ୍ରମିକଙ୍କୁ ଧମକ ଅଭିଯୋଗରେ ବାନ୍ଧିଲା ବାଘମାରୀ ପୋଲିସ
  • ||
  • IPL 2020: ବୁମରା ଓ ବୋଲ୍ଟଙ୍କ ଶାଣିତ ବୋଲିଂ ପରେ ଇଶାନଙ୍କ ଅର୍ଦ୍ଧଶତକ, ୯ ଓ୍ଵିକେଟ୍‌ରେ ଜିତିଲା ମୁମ୍ବାଇ ଇଣ୍ଡିଆନ୍ସ, ଦିଲ୍ଲୀର କ୍ରମାଗତ ଚତୁର୍ଥ ପରାଜୟ
  • ||
  • ଭୁବନେଶ୍ୱର : ଆସିଲା ଅନଲକ୍ ୬.୦ ଗାଇଡ଼ଲାଇନ୍‌
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ଭୁବନେଶ୍ୱର : ରାଜ୍ୟରେ ୧୪୭୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ୧୬ତାରିଖରେ ଖୋଲିବ ସ୍କୁଲ, ନବମରୁ ଦ୍ୱାଦଶ ଶ୍ରେଣୀ ଯାଏଁ ପିଲା ପଢିବାକୁ ଆସିବେ
  • ||
  • ଝରକା ତାଡ଼ି ବ୍ୟାଙ୍କରୁ ଲୁଟ୍ ! ପୋଲିସର ତଦନ୍ତ ଜାରି
  • ||
  • ଭୟଙ୍କର ଭୂକମ୍ପରେ ଥରିଲା ତୁର୍କୀ ଓ ଗ୍ରୀସ : ମୃତ୍ୟୁ ସଂଖ୍ୟା ୧୭କୁ ବୃଦ୍ଧି, ୭ ଶହରୁ ଅଧିକ ଆହତ
  • ||

ଖୁସି ଖବର, ସୁସ୍ଥ ହେଲେ ଆଉ ୧୨୩୬ କରୋନା ଆକ୍ରାନ୍ତ

10/08/2020 at 8:40 PM

ଭୁବନେଶ୍ୱର, ୧୦|୦୮:  ସୋମବାର ରାଜ୍ୟରେ ଆଉ ୧୨୩୬ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ଏହାସହ ସୁସ୍ଥ ହୋଇଥିବା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୩୦୨୦ରେ ପହଁଚିଛି ।

ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଧାରୁ ସର୍ବାଧିକ ୪୬୧, ଗଞ୍ଜାମରୁ ୧୮୨, ରାୟଗଡାରୁ ୮୩,କନ୍ଧମାଳରୁ ୭୪, ମାଲକାନଗିରିରୁ ୫୧, ଅନୁଗୋଳରୁ ୩୯, କୋରାପୁଟରୁ ୩୬, ବାଲେଶ୍ୱରରୁ ୩୫, ବରଗଡରୁ ୩୪, ଜଗତସିଂପୁରରୁ ୩୨, ସୁନ୍ଦରଗଡରୁ ୩୨, ଭଦ୍ରକରୁ ୩୧ ଜଣ ରହିଛନ୍ତି ।

ସେହିପରି ଯାଜପୁରରୁ ୨୯, ଗଜପତିରୁ ୨୮, ମୟୂରଭଞ୍ଜରୁ ୨୩, ନବରଙ୍ଗପୁରରୁ ୧୫, ପୁରୀରୁ ୧୪ , କେନ୍ଦ୍ରାପଡାରୁ ୧୦, ବୌଦ୍ଧରୁ ୯, ଝାରସୁଗୁଡାରୁ ୮, ନୟାଗଡରୁ ୬, କଟକରୁ ୩, କେନ୍ଦ୍ରାପଡାରୁ ଜଣେ ସୁସ୍ଥ ହୋଇଛନ୍ତି ।

   Related Posts