Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବରିଷ୍ଠ ସାମ୍ୱାଦିକ ବିନୋଦ ଦୁଆଙ୍କ ପରଲୋକ, କରୋନାରେ ହୋଇଥିଲେ ଆକ୍ରାନ୍ତ
  • ||
  • ଚାଲିପାରିଲାନି ବିଧାନସଭା, ସୋମାବାର ପର୍ଯ୍ୟନ୍ତ ମୁଲତବୀ ଘୋଷଣା କଲେ ବାଚସ୍ପତି
  • ||
  • ଭୁବନେଶ୍ବର : ଚଉଷଠୀ ଯୋଗିନୀ ମା’ ନାରାୟଣୀଙ୍କ ମନ୍ଦିରରୁ ଚୋରି, ମା’ଙ୍କ ମୂର୍ତ୍ତିରୁ ସୁନା ଅଳଙ୍କାର ତାଡି ନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୬୯୭୦ଜଣ ଭିକାରୀ, ୪୧୨୮ ପୁରୁଷ ଓ ୨୮୪୨ ମହିଳା
  • ||
  • ଭୁବନେଶ୍ବର : ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଓମିକ୍ରନ୍ ଚିହ୍ନଟ ହୋଇନାହିଁ : DMET
  • ||
  • ଭୁବନେଶ୍ବର : ଗୃହରେ ବିରୋଧୀଙ୍କ ପ୍ରତିବାଦ ପ୍ରସଙ୍ଗ, ବିଧାୟିକା ସ୍ନେହାଙ୍ଗୀନି ଛୁରିଆ କହିଲେ- ‘ଏହା ଗଣତନ୍ତ୍ର ପ୍ରତି ସୁସ୍ଥ ବାତାବରଣ ନୁହଁ’
  • ||
  • ଭୁବନେଶ୍ବର : ଦୁର୍ବଳ ହେବାରେ ଲାଗିଛି ବାତ୍ୟା : ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତା ଝଡ ଧୀରେ ଧୀରେ ମହାବାତ୍ୟା ଆଡକୁ ମୁହାଁଇବ : ବିଷ୍ଣୁ ସେଠୀ
  • ||
  • ପୁରୀ : ପୁରୀ ବେଳାଭୂମିରେ ଲାଗିଲା ରେଡ୍ ଫ୍ଲାଗ୍, ଜନସାଧାରଣଙ୍କୁ ଯିବା ଲାଗି ବାରଣ
  • ||
  • ପଦାର୍ଥ ବିଜ୍ଞାନୀ ପଦ୍ମଭୂଷଣ ତ୍ରିଲୋଚନ ପ୍ରଧାନଙ୍କ ପରଲୋକ
  • ||

ଅପରାଧୀ ସାବଧାନ, ଆସୁଛି ଅତିଥି ଆପ୍ : ଅପରାଧୀଙ୍କ ତଥ୍ୟ ସଂଗ୍ରହ କରିବ କମିଶନରେଟ୍ ପୋଲିସ୍

12/03/2021 at 2:35 PM

ଭୁବନେଶ୍ୱର ୧୨।୦୩ : ରାଜଧାନୀରେ ଅପରାଧୀଙ୍କୁ ଜଗିବ ଅତିଥି ଆପ୍ । ଅପରାଧୀଙ୍କୁ ଧରିବାକୁ ଅତିଥି ଆପ୍ ବ୍ୟବହାର କରିବ କମିଶନରେଟ୍ ପୋଲିସ୍ । ଅତିଥି ଆପ୍ ଜରିଆରେ ହୋଟେଲର ତଥ୍ୟ ସଂଗ୍ରହ କରିବ ପୋଲିସ। ସରାଇ ଆକ୍ଟ ଅନୁସାରେ ହୋଟେଲ ମାଲିକ ସବୁ ତଥ୍ୟ ପୋଲିସକୁ ଦେବେ ।

ଅନ୍ ଲାଇନ୍ ରେ ତଥ୍ୟ ଦେବେ ହୋଟେଲ ମାଲିକ । ଏହି ତଥ୍ୟ କେବଳ ପୋଲିସ ପାଖରେ ରହିବ । ଏହାକୁ ସର୍ବଜନିନ କରାଯିବ ନାହିଁ । ସମସ୍ତ ଗେଷ୍ଟ ହାଉସ , ଲଜ୍‍, ହୋଟେଲକୁ ଏଥିପାଇଁ ନିର୍ଦେଶ ଦିଆଯିବ । ଅପରାଧୀମାନେ ହୋଟେଲରେ ରହୁଛନ୍ତି । ତେଣୁ ସୁରକ୍ଷାକୁ ଆଖି ଆଗରେ ରଖି ଏଭକି ନିଷ୍ପତ୍ତି ନେଇଛି ପୋଲିସ । ଭୁବନେଶ୍ବର ଡିସିପି ଏନେଇ ସୂଚନା ଦେଇଛନ୍ତି ।

   Related Posts