Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କମୁଛି କରୋନା ପ୍ରଭାବ: ୨୪ ଘଣ୍ଟାରେ ସୁସ୍ଥ ହୋଇ ଘରକୁ ଫେରିଲେ ୬୪୮ ସଂକ୍ରମିତ
  • ||
  • ଲଭ୍‌ ଜିହାଦ ଉପରେ ଅଧ୍ୟାଦେଶ ପାରିତ କଲା ୟୁପି କ୍ୟାବିନେଟ୍‌, ଧୋକା-ଧମକ ଦେଇ ଧର୍ମ ପରିବର୍ତ୍ତନ କରାଇଲେ ୧୦ ବର୍ଷ ଜେଲ୍‌
  • ||
  • ଅତ୍ୟଧିକ କାମର ବୋଝ ସହିନପାରି ଆଖି ବୁଜିଲେ ବାପା: ଉପର ଅଧିକାରୀଙ୍କ ବିରୋଧରେ ସଂଗୀନ ଅଭିଯୋଗ ଆଣିଲେ ଝିଅ, କହିଲେ…
  • ||
  • Snack Video ସମେତ ପୁଣି ୪୩ଟି ମୋବାଇଲ୍‌ ଆପ୍‌ ବ୍ୟାନ୍‌ କଲେ ଭାରତ ସରକାର
  • ||
  • ୨ ବାରହା ଶିକାରୀ ଗରିଫ: ମାଂସ ଭାଗବଣ୍ଟା ବେଳେ ମାଡି ବସିଲେ ବନ ବିଭାଗର କର୍ମଚାରୀ
  • ||
  • କରୋନାରେ ଜୀବନ ହାରିଥିବା ଠିକାଦାରଙ୍କୁ ଆର୍ଥିକ ସହାୟତା ଦେଲା ଠିକାଦାର ସଂଘ
  • ||
  • ୧୦ ଡଲାରରୁ କମ୍‌ ମୂଲ୍ୟରେ ମିଳିବ ଋଷ କରୋନା ଭ୍ୟାକ୍‌ସିନ Sputnik V, ଜାନୁଆରୀରୁ ଆରମ୍ଭ ହେବ ଡେଲିଭରି
  • ||
  • ହାଇଓ୍ବା ଧକ୍କାରେ ଜଣେ ଶିଶୁଙ୍କ ସମେତ ୬ ଜଣଙ୍କ ମୃତ୍ୟୁ: ଚାଲି ଚାଲି ଯିବା ବେଳେ ପଛରୁ ମାଡିଗଲା
  • ||
  • ଭୁବନେଶ୍ୱର : ପୁରୀ ହାଜତ ମୃତ୍ୟୁ ଘଟଣାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ
  • ||
  • ଯୋଜନାବଦ୍ଧ ଲୁଟ୍ : ସାଙ୍ଗଙ୍କୁ ଲଗାଇ ଡକାୟତି କରାଇଥିଲା IIFL କର୍ମଚାରୀ ଲାଲା ଅମ୍ରିତ ରାୟ
  • ||

ପରିତ୍ୟକ୍ତ ସ୍ଥାନରେ ପଡିଥିବା ଜୀବୀତ ଶିଶୁକନ୍ୟାକୁ ଝୁଣି ଖାଉଥିଲେ କୁକୁର, ଉଦ୍ଧାର କଲା ପୋଲିସ

10/02/2019 at 3:50 PM

ଭୁବନେଶ୍ବର ୧୦|୨:  ରାଜଧାନୀ ଭୁବନେଶ୍ବର ଇନଫୋସିଟି ଥାନା ଅଞ୍ଚଳରେ ଆଜି ଏକ ହୃଦୟ ବିଦାରକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଏକ ପରିତ୍ୟକ୍ତ ସ୍ଥାନରେ ବଞ୍ଚିଥିବା ନବଜାତ ଶିଶୁ କନ୍ୟାକୁ କୁକୁରମାନେ ଝୁଣି ଖାଉଥିବା ଦେଖିବାକୁ ମିଳିଥିଲା । ଖବର ପାଇ ୨୨ନଂ ପିସିଆର ଶିଶୁକନ୍ୟାକୁ ଉଦ୍ଧାର କରି କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲା ।

ତେବେ ଶିଶୁକନ୍ୟାର ଅବସ୍ଥା ଗୁରୁତର ହେବାରୁ ତାକୁ କଟକ ଏସସିବିକୁ ସ୍ଥାନାନ୍ତର କରାଯାଇଛି । ଶିଶୁକନ୍ୟାଟିକୁ କିଏ ଓ କାହିଁକି ଏମିତି ଫିଙ୍ଗିଦେଇ ଯାଇଛି ପୋଲିସ ତାର ତଦନ୍ତ କରୁଛି । ସଂପୃକ୍ତ ଅଞ୍ଚଳରେ ଥିବା ବିଭିନ୍ନ ଶିକ୍ଷାନୁଷ୍ଠାନ ଓ ବ୍ୟବସାୟୀକ ପ୍ରତିଷ୍ଠାନର ସିସିଟିଭି ଯାଞ୍ଚ କରାଯାଉଛି ।

ନିକଟରେ କିମ୍ସ ହସ୍ପିଟାଲ ଥିବାରୁ ସେଠାରେ ପ୍ରସବ ପରେ ଶିଶୁ କନ୍ୟାଟିର ମାଆ କୌଣସି, କାରଣରୁ ଶିଶୁକନ୍ୟାକୁ ପରିତ୍ୟାଗ କରିଥିବା ଅନୁମାନ କରାଯାଉଛି ।

   Related Posts