Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଜେଡିରେ ମିଶିବେ ପ୍ରଦୀପ ମାଝୀ, କହିଲେ ନବୀନଙ୍କ ହାତମୁଠା ଟାଣ କରିବି
  • ||
  • ଆଇଆଇଟି ଜମ୍ମୁର ନୂତନ ଗୃହ ଲୋକାର୍ପଣ କରିବେ ଗୃହମନ୍ତ୍ରୀ ଅମିତ ଶାହ, ଉପସ୍ଥିତ ରହିବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୭ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୫ ହଜାରରୁ ଅଧିକ କରୋନା ପଜିଟିଭ୍, ୫୬୧ ମୃତ
  • ||
  • ଚିଲିକାକୁ ଆସିଲେଣି ବିଦେଶୀ ପକ୍ଷୀ, ସୁରକ୍ଷା ପାଇଁ ବନ ବିଭାଗ ପ୍ରସ୍ତୁତ
  • ||
  • ଲକ୍ଷ୍ମୀପୁର ହିଂସାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କୁ ଡେଙ୍ଗୁ, ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି
  • ||
  • କମୁଛି ତାପମାତ୍ରା, ଦାରିଙ୍ଗିବାଡିରେ ୧୧ ଡିଗ୍ରୀକୁ ଖସିଲା ପାରଦ
  • ||
  • ସୁପର ସଣ୍ଡେରେ ସୁପର ମୁକାବିଲା : ଟି୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ହାଇଭୋଲଟେଜ୍ ଫାଇଟ୍
  • ||

ରାସ୍ତା କଡରେ ପଡି କାନ୍ଦୁଥିଲା ନବଜାତ ଶିଶୁ, ଉଦ୍ଧାର କଲେ ଦମ୍ପତ୍ତି

12/04/2021 at 11:42 AM

ସୁବର୍ଣ୍ଣପୁର ୧୨।୪: ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଚନ୍ଦଲି ରାସ୍ତା କଡ଼ରୁ ନବଜାତ ଶିଶୁ ପୁତ୍ର ଉଦ୍ଧାର । ଉଲୁଣ୍ଡା ବ୍ଲକ୍ ମାଟଖାଇ ଗାଁର ଦମ୍ପତ୍ତି ଶିଶୁ ପୁତ୍ରକୁ ଉଦ୍ଧାର କରିଛନ୍ତି ।

ସୂଚନାଯୋଗ୍ୟ ଯେ, ମାଟଖାଇ ଗାଁର ସୁରୁସୂତା ମେହେର ଓ ପୀତବାସ ମେହେର ନିଜ ଗାଁରୁ ସୁବଲୟା ପଟକୁ ଯାଉଥିବା ବେଳେ ରାସ୍ତା କଡରେ ଏକ ଶିଶୁ ପୁତ୍ରଟି କାନ୍ଦୁଥିବାର ଦେଖିଥିଲେ । ସଙ୍ଗେ ସଙ୍ଗେ ଶିଶୁ ପୁତ୍ରକୁ ଉଦ୍ଧାର କରି ପ୍ରଥମେ ବୀରମହାରାଜପୁର ଡାକ୍ତରଖାନା ପରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଆମ୍ବୁଲାନ୍ସରେ ଆଣିଥିଲେ । ସୋନପୁର ଡାକ୍ତରଖାନାରେ ଶିଶୁ ପୁତ୍ରକୁ ଭର୍ତ୍ତି କରାଯାଇଛି । ଶିଶୁର ସ୍ବାସ୍ଥ୍ୟାବସ୍ଥା ଭଲ ଥିବା ଡାକ୍ତର କହିଛନ୍ତି । ଶିଶୁଟିକୁ କିଏ ଏବଂ କେଉଁ ପରିସ୍ଥିତିରେ ରାସ୍ତା କଡରେ ଫିଙ୍ଗି ଥିଲା ତାହା ଜଣା ପଡିନାହିଁ ।

   Related Posts