Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମଙ୍ଗଳବାର କଥା ହେବେ ପୁଟିନ୍ ଓ ବାଇଡେନ୍, ୟୁକ୍ରେନ ହେବ ମୁଖ୍ୟ ପ୍ରସଙ୍ଗ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୨କୁ ବୃଦ୍ଧି
  • ||
  • ମାଆର ସାହସ ଆଗରେ ହାରିଲା ବାଘ, ନିଜ ପୁଅକୁ ମୃତ୍ୟୁ ମୁଖରୁ ଛଡାଇ ଆଣିଲେ ମହିଳା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||
  • ଜଗତସିଂହପୁରରେ ଲଗାଣ ବର୍ଷା, ଧାନ ଫସଲ କ୍ଷତିଗ୍ରସ୍ତ
  • ||

ନଦୀ ଜୋରରେ ଭାସୁଛି ନବଜାତ ଶିଶୁର ମୃତଦେହ, କେହି ଫିଙ୍ଗିଦେଇଥିବା ସନ୍ଦେହ

10/03/2021 at 10:35 AM

ଅନୁଗୋଳ ୧୦।୩: ନଦୀ ଜୋରରେ ଭାସୁଛି ନବଜାତ ଶିଶୁର ମୃତଦେହ । ରାସ୍ତା କଡରେ ଥିବ ପୋଲ ନିକଟରେ ପଡିଥିବା ଦେଖିବାକୁ ମିଳିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ସୂଚନାଯୋଗ୍ୟ ଯେ, ଅନୁଗୋଳ ଜିଲ୍ଲା କୁକୁଡାଙ୍ଗ ନଦୀ ଜୋରରେ ନବଜାତ ଶିଶୁର ମୃତଦେହ ଭାସୁଥିବା ଦେଖିବାକୁ ପାଇଥିଲେ ସ୍ଥାନୀୟ ଲୋକ । ସ୍ଥାନୀୟ ଲୋକ ବୁଧବାର ସକାଳୁ ଜୋରକୁ ଗାଧୋଇଯିବା ବେଳେ ଶିଶୁର ମୃତଦେହ ଭାସୁଥିବା ଦେଖିଥିଲେ । ସଙ୍ଗେ ସଙ୍ଗେ ସ୍ଥାନୀୟ ଲୋକ ନିକଟସ୍ଥ ନାଲକୋ ପୋଲିସକୁ ଖବର ଦେଇଥିଲେ । କେହି ରାତିରେ ପୋଲ ଉପରୁ ଶିଶୁଟିକୁ ଫିଙ୍ଗି ଚାଲି ଯାଇଥିବା ସନ୍ଦେହ କରାଯାଉଛି । ମୃତ ଶିଶୁଟିକୁ ଦେଖିବା ପାଇଁ ଲୋକଙ୍କ ଭିଡ଼ ଜମିଥିବା ଦେଖିବାକୁ ମିଳିଛି ।

   Related Posts