Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପିରେ ବଡ ଧରଣର ଦୁର୍ଘଟଣା, ଖେରୀ ଘାଘରା ନଦୀରେ ଓଲଟିଲା ଡଙ୍ଗା, ୧୦୦ ଭାସିଗଲେ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୯ କୋଭିଡ୍ ପଜିଟିଭ୍
  • ||
  • ଓ୍ୱାର୍ମ ଅପ୍ ମ୍ୟାଚରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ, କଙ୍ଗାରୁ ବାହିନୀକୁ ମାତ୍ ଦେବାକୁ ତୟାର ବିରାଟ ଏଣ୍ଡ କୋ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୭ ମୃତ
  • ||
  • ଆଜି କୁମାର ପୂର୍ଣ୍ଣିମା : ମା’ ବୃନ୍ଦାବତୀଙ୍କ ନିକଟରେ ଆଞ୍ଜୁଳି ଟେକିଲେ କୁମାରୀ
  • ||
  • ପୁରୀ : ଦାଦାବଟିକୁ କେନ୍ଦ୍ରକରି ମହିଳାଙ୍କୁ ଗୁଳିମାଡ଼, ପୂର୍ବରୁ ମିଳିଥିଲା ଧମକ
  • ||
  • ଜଗତସିଂହପୁର : କେନାଲର ଭାସୁଛି ଏକ ଗଳିତ ମୃତଦେହ, ୩ ଅଭିଯୁକ୍ତ ଅଟକ
  • ||

ଶିଶୁଭବନ ଛକ ଓଭରବ୍ରିଜ୍ ତଳୁ ନବଜାତ ଶିଶୁର ମୃତଦେହ ଉଦ୍ଧାର

6/07/2021 at 11:12 AM

ଭୁବନେଶ୍ବର ୬।୭: ରାଜଧାନୀରୁ ଉଦ୍ଧାର ହେଲା ନବଜାତ ଶିଶୁର ମୃତଦେହ । ଭୁବନେଶ୍ବର ଶିଶୁଭବନ ଛକ ଓଭରବ୍ରିଜ ତଳୁ ନବଜାତ ଶିଶୁଟିର ମୃତଦେହ ଉଦ୍ଧାର ହୋଇଛି । ଘଟଣାର ତଦନ୍ତ ଜାରି ରଖିଛି ଜିଆରପି ।

ସୂଚନାଯୋଗ୍ୟ ଯେ, ଭୁବନେଶ୍ବର ଶିଶୁଭବନ ଛକ ଓଭରବ୍ରିଜ ତଳେ ନବଜାତ ଶିଶୁର ମୃତଦେହ ଦେଖିବାକୁ ମିଳିଥିଲା । ସ୍ଥାନୀୟ ଲୋକେ ଶିଶୁଟିର ମୃତଦେହ ଦେଖି ପୋଲିସକୁ ଖବର ଦେଇଥିଲେ । ଶିଶୁର ମୃତଦେହ ଉଦ୍ଧାର କରିବା ପରେ କ୍ୟାପିଟାଲ ହସ୍ପିଟାଲକୁ ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି ଜିଆରପି । ତେବେ କିଏ ଓ କାହିଁକି ଶିଶୁଟିକୁ ଏଠାରେ ଫିଙ୍ଗିଦେଇଛି ତାର ତଦନ୍ତ କରୁଛି ଜିଆରପି ।

   Related Posts