Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାକିସ୍ତାନ ବିପକ୍ଷରେ ଭାରତ ଫେଭରେଟ୍, ବିଜୟ ସମ୍ଭାବନା ଅଧିକ : ଅନୁମାନ ଲଗାଇଲେ ମହମ୍ମଦ ଅମିର
  • ||
  • ପନିପରିବା ଖାଇଦେଉଛନ୍ତି ବାର୍‌ହା, ଚିନ୍ତାରେ ଚାଷୀ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୧ କୋଭିଡ୍ ପଜିଟିଭ୍
  • ||
  • ସିରିଆ ଡ୍ରୋନ୍ ଆଟାକ୍‌: ଅଲକାଏଦାର ବରିଷ୍ଠ ନେତା ଅବଦୁଲ ହମିଦ ଅଲ-ମାତାର ମୃତ
  • ||
  • ନିଶ୍ଚିନ୍ତକୋଇଲିରେ ହାତୀ ଆତଙ୍କ, ନଷ୍ଟ କରୁଛନ୍ତି ଫସଲ
  • ||
  • ମନୀଷ ଅନୁରାଗ ହତ୍ୟା ମାମଲା : ସାଉଥ୍‌ ସିଟି ବାର୍‌ ମାଲିକ ଓ ପରିଚାଳନା କରୁଥିବା ପ୍ରସନ୍ନ ବେହେରା ଗିରଫ
  • ||
  • ଅନ୍ୟ ରାଜ୍ୟର ଜେଲକୁ ସ୍ଥାନାନ୍ତର ହେଉଛନ୍ତି ଆତଙ୍କବାଦୀ : ଜମ୍ମୁ-କାଶ୍ମୀରରୁ ୨୬ ଆତଙ୍କୀଙ୍କୁ ପଠାଗଲା ଆଗ୍ରା
  • ||
  • କମୁଛି ପାରଦ, ଆଗକୁ ବଢିବ ଶୀତ
  • ||
  • ଟି୨୦ ବିଶ୍ୱକପ : ଅସଲ ଲଢେଇ ଆରମ୍ଭ, ସୁପର ୧୨ର ପ୍ରଥମ ମୁକାବିଲାରେ ଅଷ୍ଟ୍ରେଲିଆ ବନାମ ଦକ୍ଷିଣ ଆଫ୍ରିକା
  • ||

ରାସ୍ତା କଡରୁ ମିଳିଲା ନବଜାତ ଶିଶୁକନ୍ୟାର ମୃତଦେହ, ପୋଲିସର ତଦନ୍ତ ଆରମ୍ଭ

14/10/2021 at 3:12 PM

ନୀଳଗିରି ୧୪।୧୦: ଟ୍ରେନ୍ ଲାଇନ୍ କଡରୁ ମିଳିଲା ନବଜାତ ଶିଶୁକନ୍ୟାର ମୃତଦେହ। ଏଭଳି ଘଟଣା ବାଲେଶ୍ଵର ଜିଲ୍ଲା ନୀଳଗିରି ଏନଏସି ଅନ୍ତର୍ଗତ ପୁହୁଣୀ ଗାଁରେ ଦେଖିବାକୁ ମିଳିଛି।

ଗୁରୁବାର ଦ୍ବିପ୍ରହରରେ ନବଜାତ ଶିଶୁକନ୍ୟା ପୁହୁଣୀ ଗାଁ ନିକଟ ରେଳଲାଇନ କଡ ଦେଇ ଯାଇଥିବା ରାସ୍ତା କଡରେ ପଡିଥିବା ଦେଖିବାକୁ ମିଳିଥିଲା । ଏଭଳି ଘଟଣା ଶୁଣିବା ପରେ ଘଟଣାସ୍ଥଳରେ ଲୋକାରଣ୍ୟ ହୋଇଯାଇଥିଲା।  ମୃତ ଶିଶୁକନ୍ୟା କିପରି ରାସ୍ତା କଡକୁ ଆସିଲା ଏହା ସ୍ପଷ୍ଟ ସୂଚନା ମିଳିନାହିଁ । ନୀଳଗିରି ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରି ଶବଟିକୁ ଜବତ କରିଛନ୍ତି ।

   Related Posts