Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୦ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୪୨କୁ ବୃଦ୍ଧି
  • ||
  • ରାଜ୍ୟରେ ପୁଣି ବଢିଲା ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୪୨୬ କୋଭିଡ୍ ପଜିଟିଭ୍, ୧୨୨୫୨୬୮ରେ ପହଞ୍ଚିଲା ସଂଖ୍ୟା
  • ||
  • କମିବ ତାପମାତ୍ରା, ୨୮ରୁ ବଢିବ ଶୀତ
  • ||
  • ଆଜି ୭୩ ତମ ସାଧାରଣତନ୍ତ୍ର ଦିବସ, କୋଭିଡ କଟକଣାରେ ହେବ ପତାକା ଉତ୍ତୋଳନ
  • ||
  • ଦେଶ ପାଳୁଛି ୭୩ତମ ଗଣତନ୍ତ୍ର ଦିବସ, ରାଜପଥରେ ପ୍ରଦର୍ଶିତ ହେବ ୨୧ ପ୍ରଜ୍ଞାପନ ମେଢ
  • ||

ପୁଣି ଅଲୋଡା ଶିଶୁକନ୍ୟା, ନବଜାତ ଶିଶୁର ମୃତଦେହ ଉଦ୍ଧାର

4/09/2019 at 10:56 AM

ଲମତାପୁଟ ୪।୯: ପୁଣି ଅଲୋଡା ଶିଶୁକନ୍ୟା । କୋରାପୁଟ ଜିଲ୍ଲା ଲମତାପୁଟ ବ୍ଲକ୍ ତୁଷୁବା ଛକରେ ପଡିରହିଛି ନବଜାତ ଶିଶୁର ମୃତଦେହ । ଶିଶୁଟିକୁ କିଏ ଏବଂ କେଉଁ ପରିସ୍ଥିତିରେ ଏଠାରେ ଫିଙ୍ଗିଛି ତାହା ସ୍ପଷ୍ଟ ଜଣାପଡିନାହିଁ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଏହି ଅଂଚଳରେ ଏଭଳି ଘଟଣା କେବେ ଦେଖିବାକୁ ମିଳିନଥିଲା । ଫଳରେ ଏ ଘଟଣାକୁ ନେଇ ଅଞ୍ଚଳରେ ଆଲୋଡନ ସୃଷ୍ଟି ହୋଇଛି ।

   Related Posts