Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁଣି ଫେଲ୍ ମାରିଲା ବ୍ୟାଟିଂ, ଦକ୍ଷିଣ ଆଫ୍ରିକା ନିକଟରୁ ୩୧ ରନରେ ହାରିଲା ଭାରତ
  • ||
  • ରାଜ୍ୟରେ ଏବେ ତୃତୀୟ ଲହର ଚାଲିଛି, ତଥାପି ଭୟଭୀତ ହେବାର ଆବଶ୍ୟକତା ନାହିଁ: ମୁଖ୍ୟ ସଚିବ
  • ||
  • ପୁରୀ: ପୋଲିସ କବଜାରେ ୩ ଧଳାଜହର ବେପାରୀ, ୧୭୨ ବ୍ରାଉନ ସୁଗାର ଜବତ
  • ||
  • କ୍ୟାପଟେନ୍ ପଦ ଛାଡିବା ପରେ କୋହଲିଙ୍କ ଟେଷ୍ଟ ରାଙ୍କିଙ୍ଗ୍ରେ ସୁଧାର, ଟପ୍-୧୦କୁ ଫେରିଲେ ବୁମରା
  • ||
  • କଳାହାଣ୍ଡି; ଗୋଲାମୁଣ୍ଡା ଗାଁ ପୋଖରୀରେ ବୁଡି ଜାଆଁଳା ଭାଇ ମୃତ
  • ||
  • ବିଜେପିରେ ମିଶି ପାରନ୍ତି କଂଗ୍ରେସର ପୋଷ୍ଟର ଗର୍ଲ ପ୍ରିୟଙ୍କା ମୌର୍ଯ୍ୟ, କହିଲେ- ପାର୍ଟି ମୋର ଫାଇଦା ଉଠାଇଲା
  • ||
  • ଭାରତର ଷ୍ଟାର ଟେନିସ୍ ଖେଳାଳି ସାନିଆ ମିର୍ଜାଙ୍କ ଅବସର ଘୋଷଣା, ୨୦୨୨ ହେବ ଶେଷ ସିଜିନ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୮୨ ହଜାରରୁ ଅଧିକ କରୋନା ପଜିଟିଭ୍, ୪୪୧ ମୃତ
  • ||
  • ରାଜ୍ୟରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୯୪କୁ ବୃଦ୍ଧି
  • ||
  • ରାଜ୍ୟରେ ପୁଣି ୧୧ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧୬୦୭ କୋଭିଡ୍ ପଜିଟିଭ୍, ୧୧୬୭୦୯୪ରେ ପହଞ୍ଚିଲା ସଂଖ୍ୟା
  • ||

ଖେଳ ପଡିଆରୁ ନବଜାତ ଶିଶୁ ପୁତ୍ର ଉଦ୍ଧାର

23/08/2019 at 8:28 AM

ସୁବର୍ଣ୍ଣପୁର ୨୩|୮: ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ୍ କୁକିଆ ଗାଁରୁ ଏକ ନବଜାତ ଶିଶୁ ପୁତ୍ର ଉଦ୍ଧାର ହୋଇଛି । ଗାଁର ରଂଜନ ବଗର୍ତି ପାଖ ଖେଳ ପଡିଆକୁ ଶୌଚ ପାଇଁ ଯାଇଥିବାବେଳେ ସେଠାରେ କାନ୍ଦୁଥିବା ଅବସ୍ଥାରେ ଶିଶୁ ପୁତ୍ରଟିକୁ ଠାବ କରିଥିଲେ ।

ପରେ ଏନେଇ ଆଶା କର୍ମୀଙ୍କୁ ଖବର ଦେବାପରେ ଶିଶୁ ପୁତ୍ରକୁ ଉଦ୍ଧାର କରାଯାଇଥିଲା । ୧୦୮ ଆମ୍ବୁଲାନ୍ସ ଯୋଗେ ଶିଶୁଟିକୁ ଉଲୁଣ୍ଡା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଶିଶୁ ପୁତ୍ରଟି ବର୍ତ୍ତମାନ ସୁସ୍ଥ ଥିବା ଡାକ୍ତର କହିଛନ୍ତି । ତେବେ ପରେ ଶିଶୁ ପୁତ୍ରକୁ ଶିଶୁ ସୁରକ୍ଷା ୟୁନିଟକୁ ହସ୍ତାନ୍ତର କରାଯିବ ବୋଲି ଜଣାପଡିଛି  ।

   Related Posts