Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୩ କୋଭିଡ୍ ପଜିଟିଭ୍
  • ||
  • ବୋହୂକୁ ପଥରରେ ଛେଚି ଦେଲା ଶାଶୂ, ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ…
  • ||
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||
  • ଆଫଗାନିସ୍ତାନ ପ୍ରସଙ୍ଗରେ ନଭେମ୍ୱରରେ ବସିବ ବୈଠକ : ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ ୩ ଦଳ ପ୍ରସ୍ତୁତ, ସଂରକ୍ଷଣ ତାଲିକା ପ୍ରକାଶ ପରେ ଗଦାଗଦା ଅଭିଯୋଗ
  • ||
  • ମନୀଷ ଅନୁରାଗ ମୃତ୍ୟୁ ମାମଲା : ରବିବାର ୩ ଅଭିଯୁକ୍ତଙ୍କ ରିମାଣ୍ଡ ଆବେଦନର ଶୁଣାଣି
  • ||

ବ୍ରହ୍ମପୁର: ସରକାରୀ ଶିଳ୍ପ ତାଲିମ ଶିକ୍ଷା ଅନୁଷ୍ଠାନର ନୂତନ ଛାତ୍ରୀ ନିବାସ ଉଦ୍‌ଘାଟନ

1/02/2021 at 6:30 PM

ବ୍ରହ୍ମପୁର୧/୨: ବ୍ରହ୍ମପୁରରେ ଓଡିଶା ସରକାର ଦକ୍ଷତା ଓ ବିକାଶ ପ୍ରାଧିକରଣ ବିଭାଗ ଅଧ୍ୟକ୍ଷ ସୁବ୍ରତ ବାଗଚୀ  ଓ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ସଚିବ ସଞ୍ଜୟ କୁମାର ସିଂହ ବ୍ରହ୍ମପୁର ସରକାରୀ ଶିଳ୍ପ ତାଲିମ ଶିକ୍ଷା ଅନୁଷ୍ଠାନର ନୂତନ ଛାତ୍ରୀ ନିବାସ ଉଦ୍‌ଘାଟନ କରିଛନ୍ତି। ରାଜ୍ୟର ପ୍ରଥମ ୩୦ ଫୁଟ୍‌ ଉଚ୍ଚତା ବିଶିଷ୍ଟ ସ୍କାର୍ବ ଭାରତ ମାନଚିତ୍ରକୁ ଉଦଘାଟନ୍ କରିଛନ୍ତି ଦକ୍ଷତା ବିକାଶ ପ୍ରାଧିକରଣ ବିଭାଗ ଅଧ୍ୟକ୍ଷ ସୁବ୍ରତ ବାଗଚୀ। ଏହି କାର୍ଯ୍ୟକ୍ରମରେ ଉପସ୍ଥିତି ଥିଲେ ବିଭାଗୀୟ ସଚିବ ସଞ୍ଜୟ କୁମାର ସିଂହ, ଶିକ୍ଷାନୁଷ୍ଠାନ ଅଧ୍ୟକ୍ଷ ରଜତ ପାଣିଗ୍ରାହୀ।

   Related Posts