Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କଲେ ମୁଖ୍ୟ ଶାସନ ସଚିବ
  • ||
  • ଜି.ଉଦୟଗିରି: ମିନିବସରେ ଲାଗିଲା ନିଆଁ
  • ||
  • ଟାଙ୍ଗୀ: ବାଲିନାଶିରେ ୨ ଭାଇଙ୍କୁ ଗୋଡ଼େଇ ଗୋଡ଼େଇ ହାଣିଲେ ଦୁର୍ବୃତ୍ତ, ଗୁରୁତର ଅବସ୍ଥାରେ ଏମ୍ସରେ ଭର୍ତ୍ତି
  • ||
  • ବଲାଙ୍ଗୀର: ବେଆଇନ୍ ବାଲି ବୋଝେଇ ଟ୍ରାକ୍ଟର ଜବତ, ମାଲିକଙ୍କ ଉପରେ ୨୦ ହଜାର ଟଙ୍କାର ଫାଇନ୍ ଲଗାଇଲେ ତହସିଲଦାର
  • ||
  • ରାଇରଙ୍ଗପୁର: କଲୋନୀରେ ଅଗ୍ନିକାଣ୍ଡ, ଜଳି ପାଉଁଶ ହୋଇଗଲା ୨ ବଖରା ଘର
  • ||
  • ନବରଙ୍ଗପୁର : ନିଖୋଜ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର
  • ||
  • କାମାକ୍ଷାନଗର : ବାଇକ୍‌କୁ ଧକ୍କା ଦେଲା ହାଇଓ୍ବା, ଜଣେ ମୃତ, ଜଣେ ଗୁରୁତର
  • ||
  • ବଲାଙ୍ଗୀର: ଆକ୍ସନ ମୋଡ୍‌ରେ ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ, ଆରମ୍ଭ କଲେ ନୂଆ ପ୍ରକଳ୍ପ
  • ||
  • ବରଗଡ : ବାଲି ବୋଝେଇ ଟ୍ରାକ୍ଟର ଓ ବାଇକ୍ ମୁହାଁମୁହିଁ ଧକ୍କା, ୨ ଜଣ ମୃତ
  • ||
  • ଭୁବନେଶ୍ବର : ମାଟ୍ରିକ୍ ପରୀକ୍ଷାର୍ଥୀଙ୍କୁ ମିଳିବ ‘ପରୀକ୍ଷା ଦର୍ପଣ’, ପରୀକ୍ଷା ପାଇଁ ହେବ ସହାୟକ
  • ||

୫ ଜଣ ବିଜେପି ନେତାଙ୍କୁ ମିଳିଲା ନୂତନ ଦାୟିତ୍ବ

3/04/2019 at 9:22 PM

ଭୁବନେଶ୍ବର ୩/୪: ସାଧାରଣ ନିର୍ବାଚନ ପୂର୍ବରୁ ସାଂଗଠନିକ କାର୍ଯ୍ୟକୁ ଅଧିକ କ୍ରିୟାଶୀଳ କରିବା ପାଇଁ ପ୍ରସନ୍ନ ପାଢୀ, ପ୍ରହ୍ଲାଦ ଡୋରା ଏବଂ ଅମୀୟ ଦାସଙ୍କୁ ରାଜ୍ୟ ଉପ ସଭାପତି ଏବଂ ନ୍ୟାୟବ୍ରତ ରାଉତ ଓ ଜୀବନ ସାହୁଙ୍କୁ ରାଜ୍ୟ ପ୍ରବକ୍ତା ଭାବେ ରାଜ୍ୟ ସଭାପତି ବସନ୍ତ ପଣ୍ଡା ଦାୟିତ୍ବ ଦେଇଛନ୍ତି ବୋଲି ଏକ ପ୍ରେସ ବିବୃତିରେ ରାଜ୍ୟ ଗଣମାଧ୍ୟମ ବିଭାଗ ମୁଖ୍ୟ ଓ ରାଜ୍ୟ ମୁଖପାତ୍ର ଶ୍ରୀ ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି ।

   Related Posts