Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶେଷରେ ରଦ୍ଦ ହେଲା ତିନି କୃଷି ଆଇନ, ବିଧେୟକ ଉପରେ ମୋହର ମାରିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ
  • ||
  • ପଞ୍ଜାବ ନିର୍ବାଚନ ପୂର୍ବରୁ ବିଜେପିକୁ ବଡ଼ ସଫଳତା, ପଦ୍ମ ଧରିଲେ ଶିରୋମଣି ଅକାଳି ଦଳର ମନଜିନ୍ଦର ସିଂହ
  • ||
  • ନୂଆ କୋଭିଡ୍‌ ଭାରିଆଣ୍ଟକୁ ନେଇ ସଚେତନ ରହିବାକୁ ଅପିଲ୍‌ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ଜୁନିୟର ହକି ବିିଶ୍ୱକପ୍‌: ସେମିରେ ପ୍ରବେଶ କଲା ଫ୍ରାନ୍ସ
  • ||
  • ବଙ୍ଗୋମୁଣ୍ଡା ଆଇଆଇସିଙ୍କୁ କୋର୍ଟ ଚାଲାଣ କଲା ଭିଜିଲାନ୍ସ
  • ||
  • ଖଣ୍ଡପଡା : କଲେଜ ସମ୍ମୁଖରୁ ୨ ଛାତ୍ରୀଙ୍କୁ ଉଠାଇନେଲେ ଦୁର୍ବୃତ୍ତ, ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର, ଅପାରଗତା ଓ ଦାୟିତ୍ବରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ
  • ||
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ସାନଖେମୁଣ୍ଡି : ବିଲରେ ପଡିଛି ନରକଙ୍କାଳ, ଧାନ କାଟିବା ବେଳେ ଦେଖିଲେ ଲୋକେ
  • ||
  • ସୁବର୍ଣ୍ଣପୁର : ମା’ ସୁରେଶ୍ଵରୀ ମନ୍ଦିରରୁ ଚୋରି ଘଟଣା : କାର୍ଯ୍ୟରେ ଅବହେଳା ପାଇଁ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ
  • ||

ନବରଙ୍ଗପୁରରେ ଦାୟିତ୍ୱ ଗ୍ରହଣ କଲେ ନୂତନ ଜିଲ୍ଲାପାଳ, ମାଆ ଭଣ୍ଡାର ଘରଣୀଙ୍କୁ କଲେ ଦର୍ଶନ

1/11/2021 at 7:12 PM

ନବରଙ୍ଗପୁର, ୦୧/୧୧: ଓସଡମାର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଓଏଏସ ଅଧିକାରୀ ଡ଼ଃ କମଳ  ଲୋଚନ ମିଶ୍ର ନବରଙ୍ଗପୁର ଜିଲ୍ଲାର ଜିଲ୍ଲାପାଳ ଭାବେ ନିଯୁକ୍ତି ହେବା ପରେ ଆଜି ନବରଙ୍ଗପୁରର ନୂତନ ଜିଲ୍ଲାପାଳ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଡ଼ଃ ମିଶ୍ର ନବରଙ୍ଗପୁରରେ ପହଞ୍ଚିବା ପରେ ନବରଙ୍ଗପୁରର ଅଧିଷ୍ଠାତ୍ରୀ ଦେବୀ ମାଆ ଭଣ୍ଡାର ଘରଣୀଙ୍କ ଦର୍ଶନ ସହ ଆଶୀର୍ବାଦ ଭିକ୍ଷା କରିଥିଲେ। ଡ଼ଃ ମିଶ୍ର ଜିଲ୍ଲା କାର୍ୟ୍ୟାଳୟରେ ପହଞ୍ଚିବା ପରେ ଅତିରିକ୍ତ ଜିଲ୍ଲାପାଳ ଭାସ୍କର ରଇତଙ୍କ ସହିତ ଜିଲ୍ଲାପାଳଙ୍କ କାର୍ୟ୍ୟାଳୟର ସମସ୍ତ କର୍ମଚାରୀ ଉପସ୍ଥିତ ରହି ଜିଲ୍ଲାପାଳଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ କରିଥିଲେ । ନବରଙ୍ଗପୁର ଜିଲ୍ଲାର ସାମଗ୍ରିକ ବିକାଶ ତାଙ୍କ ମୂଳ ଲକ୍ଷ୍ୟ ବୋଲି ଜିଲ୍ଲାପାଳ ଡଃ ମିଶ୍ର  ପ୍ରକାଶ କରିଛନ୍ତି ।

   Related Posts