Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟି-୨୦ ବିଶ୍ବକପର ଧମାକାଦାର ଆରମ୍ଭ : PNGକୁ ୧୦ ଓ୍ବିକେଟରେ ହରାଇଲା ଓମାନ, କମାଲକଲେ ଭାରତୀୟ ବଂଶୋଦ୍ଭବ ଜତୀନ୍ଦର ସିଂହ
  • ||
  • ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ସହଯୋଗୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ, ଜବତ ହେଲା ୨୦ ଲକ୍ଷ
  • ||
  • ଜାମ୍ମୁ କାଶ୍ମୀରରେ ଆତଙ୍କବାଦୀଙ୍କ ଉତପାତ୍‌ ଜାରି, ୨ ଅଣ-କାଶ୍ମୀରୀଙ୍କୁ ନିର୍ମମ ହତ୍ୟା
  • ||
  • ବିସିସିଆଇ ନୂତନ କୋଚ୍ ଏବଂ ସପୋର୍ଟିଂ ଷ୍ଟାଫ ପାଇଁ ମଗାଇଲା ଆବେଦନ, ଏମିତି ରହିଛି ସର୍ତ୍ତ
  • ||
  • ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ହେବ ବଜ୍ରପାତ, ୧୭ ଜିଲ୍ଲାକୁ ସତର୍କ ସୂଚନା
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୩ କୋଭିଡ୍ ପଜିଟିଭ୍
  • ||
  • ବୋହୂକୁ ପଥରରେ ଛେଚି ଦେଲା ଶାଶୂ, ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ…
  • ||
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||

ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨୭ ହଜାରରୁ ଅଧିକ କରୋନା ପଜିଟିଭ୍, ୨୮୪ ମୃତ

15/09/2021 at 10:44 AM

ନୂଆଦିଲ୍ଲୀ ୧୫।୦୯ : ଦେଶରେ କରୋନା ସଂକ୍ରମଣ ଥମିବାର ନାଁ ନେଉନାହିଁ । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୮୪ ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨୭୧୭୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୨୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୨୮୪ ଜଣଙ୍କ ମୃତ୍ୟୁ ହୋଇଛି ।

ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୩୩ ଲକ୍ଷ ୧୬ ହଜାର ୭୫୫ ରେ ପହଞ୍ଚିଛି । ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୪୩ ହଜାର ୪୯୭ରେ ପହଞ୍ଚିଛି । ଏବେ ଦେଶରେ ୩୫୧୦୮୭ ସକ୍ରିୟ ମାମଲା ରହିଛି । ସେହିପରି ୩୨୫୨୨୧୭୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

   Related Posts