Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୃଷକଙ୍କ ପରି ଆମକୁ ମଧ୍ୟ ଦେବାକୁ ପଡିବ ବଳିଦାନ, ତେବେ ଯାଇ ଜାମ୍ମୁ-କାଶ୍ମୀରରେ ଲାଗୁ ହେବ ୩୭୦: ଫାରୁକ ଅବଦୁଲ୍ଲା
  • ||
  • ମଙ୍ଗଳବାର କଥା ହେବେ ପୁଟିନ୍ ଓ ବାଇଡେନ୍, ୟୁକ୍ରେନ ହେବ ମୁଖ୍ୟ ପ୍ରସଙ୍ଗ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୨କୁ ବୃଦ୍ଧି
  • ||
  • ମାଆର ସାହସ ଆଗରେ ହାରିଲା ବାଘ, ନିଜ ପୁଅକୁ ମୃତ୍ୟୁ ମୁଖରୁ ଛଡାଇ ଆଣିଲେ ମହିଳା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||

କମୁଛି କରୋନା ଗ୍ରାଫ୍ : ରାଜଧାନୀରୁ ଆଉ ୧୮୨ କୋଭିଡ୍ ପଜିଟିଭ୍ ଚିହ୍ନଟ, ସୁସ୍ଥ ହେଲେ ୨୭୬

24/10/2020 at 4:28 PM

ଭୁବନେଶ୍ୱର, ୨୪।୧୦: ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୧୮୨  ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୮୪୮୧ରେ ପହଞ୍ଚିଛି । ଶନିବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୪୪ ଜଣ ରହିଥିବା ବେଳେ ୧୩୮ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୨୭୬ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୮୪୮୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୪୧୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୫୮୯୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୫୦ ଜଣଙ୍କର ମୃତ୍ୟୁ ହୋଇଛି ।

   Related Posts