Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୩୯୧ ମୃତ
  • ||
  • ଓ୍ୱାଙ୍ଖଡେ ଟେଷ୍ଟରେ ମୁହାଁମୁହିଁ ହେବେ ଭାରତ ଓ ନ୍ୟୁଜିଲାଣ୍ଡ : ଫେରିଲେ ବିରାଟ, ଦେଖିବାକୁ ମିଳିବ ରୋମାଞ୍ଚକର ଫାଇଟ୍
  • ||
  • ପାଟଣା ରେଞ୍ଜରେ ହାତୀ ଆତଙ୍କ, ନଷ୍ଟ କରୁଛନ୍ତି ପାଚିଲା ଧାନ
  • ||
  • ଓଡିଶାରେ ବିରଳ ଘଟଣା : ଯୁବକଙ୍କ ପେଟରୁ ବାହାରିଲା ଭ୍ରୂଣ, ୫ ଘଣ୍ଟାର ଅପରେସନ ପରେ ବାହାର କଲେ ଡାକ୍ତର
  • ||
  • ଚିନ୍ତା ବଢାଇଲା ଓମିକ୍ରନ, ଦକ୍ଷିଣ ଆଫ୍ରିକାରେ ଲକଡାଉନ୍: ଭାରତରେ ମଧ୍ୟ ସ୍ଥିତି ସାଂଘାତିକ
  • ||
  • ଓଡିଶାରେ ଘସି ହୋଇଯିବ ଜଓ୍ୱାଦ ! ଉପକୂଳରେ ପ୍ରବଳ ବର୍ଷା, ୯୦ କିମି ବେଗରେ ବହିବ ପବନ
  • ||
  • ଚୋରା କାରବାରରେ ନାବାଳକ : ନବମ ଶ୍ରେଣୀ ଛାତ୍ରଙ୍କ ବ୍ୟାଗରୁ ମିଳିଲା ୨ କେଜି ଅଫିମ
  • ||

ରାଜଧାନୀରୁ ଆଉ ୩୪୯ କରୋନା ପଜିଟିଭ୍ ଚିହ୍ନଟ, ସୁସ୍ଥ ହେଲେ ୩୭୩

24/09/2020 at 4:35 PM

ଭୁବନେଶ୍ୱର, ୨୪ ।୦୯: ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୩୪୯  ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୯୮୯୩ରେ ପହଞ୍ଚିଛି । ଗୁରୁବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୨୦ ଜଣ ରହିଥିବା ବେଳେ ୨୨୯ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୩୭୩ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୯୮୯୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୬୮୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୬୧୧୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୭୬ ଜଣଙ୍କର ମୃତ୍ୟୁ ହୋଇଛି ।

   Related Posts