Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକଣା କଡାକଡି କଲା ହଙ୍ଗକଙ୍ଗ, ବାହାର ଦେଶର ନାଗରିକଙ୍କ ପ୍ରବେଶ ଉପରେ ରୋକ୍
  • ||
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୧ ହଜାରରୁ ଅଧିକ କରୋନା ପଜିଟିଭ୍, ୨୬୬ ମୃତ

8/11/2021 at 12:23 PM

ନୂଆଦିଲ୍ଲୀ ୦୮/୧୧: ଦେଶରେ କରୋନା ସଂକ୍ରମଣ ଧିରେ ଧିରେ କମୁଛି । କିନ୍ତୁ ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗୁନି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨୦ ହଜାର ତଳକୁ ଖସିଛି ।

ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୧ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୬୬ ଜଣଙ୍କ ମୃତ୍ୟୁ ହୋଇଛି ।
ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୧୪୫୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୨୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୨୬୬ ଜଣଙ୍କ ମୃତ୍ୟୁ ଘଟିଛି ।ଏବେ ଦେଶରେ ୧୪୨୮୨୬ ସକ୍ରିୟ ମାମଲା ରହିଛି । ସେହିପରି ସୁସ୍ଥ ସଂଖ୍ୟା ୯୮.୨୪% ରହିଛି । ଯାହିକି ୨୬୨ ଦିନରେ କମ୍ ବୋଲି କୁହାଯାଉଛି ।

   Related Posts