Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭଞ୍ଜନଗର : ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍ ହେଲା ଲାଲସିଙ୍ଗି ପଞ୍ଚାୟତର କିଛି ଅଞ୍ଚଳ, କୋଭିଡ୍ ପଜିଟିଭ୍ ଚିହ୍ନଟ ପରେ ପଦକ୍ଷେପ
  • ||
  • ଭୁବନେଶ୍ବର : ବିଧାନସଭା ପରେ ସମସ୍ତଙ୍କର ହେବ RTPCR ଟେଷ୍ଟ : ବାଚସ୍ପତି
  • ||
  • ଭୁବନେଶ୍ବର : ମହାନଦୀରେ କମିଛି ଜଳ ପ୍ରବାହ, ୫୧୬ ଚେକ୍ ଡ୍ୟାମ୍ କରିଛି ଛତିଶଗଡ : ଜଳସମ୍ପଦ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତାକୁ ନ୍ୟାୟ ଦେବାକୁ ବିଜେପିର ଦାବି : ବ୍ୟାରିକେଟ୍ ଭାଙ୍ଗି ବିଧାନସଭା ଘେରାଉ ଉଦ୍ୟମ ବେଳେ ଧସ୍ତାଧସ୍ତି, ପୋଲିସର ଲାଠିଚାର୍ଜ
  • ||
  • ଜୟପୁର : ଜୟପୁର ଏସଡିଜେଏମ୍ କୋର୍ଟରେ NIAର ୨ ଜଣିଆ ଟିମ୍, ମାଓ ନେତା ଦୁବାସୀ ଶଙ୍କରକୁ ପଚରାଉଚରା ପାଇଁ ଲୋଡିଲେ ଅନୁମତି
  • ||
  • ଭୁବନେଶ୍ବର : ବିଜେଡି ଓ ବିଜେପି ବିକ୍ଷୋଭ ପ୍ରସଙ୍ଗ : କଂଗ୍ରେସ ବିଧାୟକ ମହମ୍ମଦ ମୋକିମ କହିଲେ- ଗୋଟିଏ ମୁଦ୍ରାର ଦୁଇ ପାର୍ଶ୍ବ
  • ||
  • ଟାଙ୍ଗୀ : କେନ୍ଦୁଆ ଜଙ୍ଗଲରୁ ମିଳିଲା ଅଜଣା ଯୁବକଙ୍କ ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ବଡବିଲ : ଶନି ମନ୍ଦିରରୁ ଲୁଟ୍, ଦାନ ବାକ୍ସ ଉଠାଇନେଲେ ଦୁର୍ବୃତ୍ତ
  • ||
  • ନିଶ୍ଚିନ୍ତକୋଇଲି : ଛେଳି ଚୋରକୁ ଛେଚିଲେ ଗାଁ ଲୋକେ, ପୋଲିସର ଜିମାଦେଲେ
  • ||
  • ଭୁବନେଶ୍ବର : କୁନ୍ନୁର ସେନା ହେଲିକପ୍ଟର ଦୁର୍ଘଟଣା ନେଇ ବିଧାନସଭାରେ ଶୋକ ପ୍ରସ୍ତାବ ଆଗତ : ଗୃହରେ ୧ ମିନିଟ୍ ନୀରବ ପ୍ରାର୍ଥନା
  • ||

ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୦ ହଜାରରୁ ଅଧିକ କରୋନା ପଜିଟିଭ୍, ୧୨୯ ମୃତ

15/11/2021 at 9:39 AM

ନୂଆଦିଲ୍ଲୀ ୧୫/୧୧: ଦେଶରେ କରୋନା ସଂକ୍ରମଣ ଧିରେ ଧିରେ କମୁଛି । କିନ୍ତୁ ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗୁନି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨୦ ହଜାର ତଳକୁ ଖସିଛି ।

ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୫ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୨୯ ଜଣଙ୍କ ମୃତ୍ୟୁ ହୋଇଛି ।
ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୦୨୨୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୧୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୧୨୯ ଜଣଙ୍କ ମୃତ୍ୟୁ ହୋଇଛି ।

ଏବେସୁଦ୍ଧା ୩୪୪୪୭୫୩୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ମୃତ୍ୟୁସଂଖ୍ୟା ୪ ଲକ୍ଷ ୬୩ ହଜାର ୬୫୫ରେ ପହଞ୍ଚିଛି । ଏବେ ଦେଶରେ ୧୩୪୦୯୬ ସକ୍ରିୟ ମାମଲା ରହିଛି । ସେହିପରି ୩୩୮୪୯୭୮୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

   Related Posts