ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୮ ହଜାରରୁ ଅଧିକ କରୋନା ପଜିଟିଭ୍

Published By : Prameya-News7 Bureau | October 06, 2021 IST

ନୂଆଦିଲ୍ଲୀ ୦୬/୧୦: ଦେଶରେ କରୋନା ସଂକ୍ରମଣ ଧିରେ ଧିରେ କମୁଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨୦ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

wp:html /wp:html

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୮୮୮୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଯାହାକି ଦେଶରେ ୨୦୩ ମଧ୍ୟରେ ସବୁଠୁ ସଂଖ୍ୟା କମ୍ । ଏବେ ଦେଶରେ ୨୪୬୬୮୭ ସକ୍ରିୟ ମାମଲା ରହିଛି । ୨୦୨୦ ପରେ ଏହା ସବୁଠୁ କମ୍ କେସ୍ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.