Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମଙ୍ଗଳବାର କଥା ହେବେ ପୁଟିନ୍ ଓ ବାଇଡେନ୍, ୟୁକ୍ରେନ ହେବ ମୁଖ୍ୟ ପ୍ରସଙ୍ଗ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୨କୁ ବୃଦ୍ଧି
  • ||
  • ମାଆର ସାହସ ଆଗରେ ହାରିଲା ବାଘ, ନିଜ ପୁଅକୁ ମୃତ୍ୟୁ ମୁଖରୁ ଛଡାଇ ଆଣିଲେ ମହିଳା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||
  • ଜଗତସିଂହପୁରରେ ଲଗାଣ ବର୍ଷା, ଧାନ ଫସଲ କ୍ଷତିଗ୍ରସ୍ତ
  • ||

ଦେଶରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ବାହାରିଲେ ୪୩ ହଜାରରୁ ଅଧିକ ପଜିଟିଭ୍, ୬୪୦ ମୃତ

28/07/2021 at 10:13 AM

ନୂଆଦିଲ୍ଲୀ ୨୮/୦୭ : ଦେଶରେ କମିବାରେ ଲାଗିଛି କରୋନା ସଂକ୍ରମଣ । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ୧ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୫ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬୪୦ ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୪୩,୬୫୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୬୦୦ ଟପିଛି। ୨୪ ଘଣ୍ଟା ମଧ୍ୟରେ ୬୪୦ ଜଣଙ୍କ ମୃତ୍ୟୁ ଘଟିଛି ।

ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୨୨ ହଜାର ୦୨୨ରେ ପହଞ୍ଚିଛି । ସମୁଦାୟ ଆରୋଗ୍ୟ ସଂଖ୍ୟା ୩ କୋଟି ୬ ଲକ୍ଷ ୬୩ ହଜାର ୧୪୭ରେ ପହଁଚିଛି । ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୩୯୯୪୩୬ ।

   Related Posts