Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଘାଟିରେ ଦୁର୍ଘଟଣା : ଟ୍ରକକୁ ସାମ୍ନା ପଟୁ ପିଟିଲା ବାଇକ୍‌, ଚାଲିଗଲା ଶଳା-ଭିଣୋଇଙ୍କ ଜୀବନ
  • ||
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||

ଭୁବନେଶ୍ବରରେ ଚିହ୍ନଟ ହେଲେ ୨୩ କରୋନା ସଂକ୍ରମିତ, ୩୦ ଜଣ ହେଲେ ସୁସ୍ଥ

9/12/2020 at 4:20 PM

ଭୁବନେଶ୍ୱର ୦୯।୧୨: ଭୁବନେଶ୍ୱରରୁ ୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୧୦୦୪ରେ ପହଞ୍ଚିଛି । ୨୪ ଘଣ୍ଟାରେ ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୮ ଜଣ ରହିଥିବା ବେଳେ ୧୫ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ଗତ ୨୪ ଘଣ୍ଟା ମଧ୍ୟରେ ରାଜଧାନୀ ଭୁବନେଶ୍ବରରେ ୩୦ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୧୦୦୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୨୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୦୪୩୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ତେବ ରାଜଧାନୀ ଭୁବନେଶ୍ବରରେ କରୋନା ଜନୀତ ମୃତ୍ୟୁସଂଖ୍ୟା ୨୨୭କୁ ବୃଦ୍ଧି ପାଇଛି ।  

   Related Posts