Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କମିବାରେ ଲାଗିଛି କରୋନା ପ୍ରଭାବ, ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୭୦୭ ଆକ୍ରାନ୍ତ
  • ||
  • ବିରାଟ ବାହିନୀ ଚିତ୍‌ପଟାଙ୍ଗ, ଭାରତକୁ ୫୧ ରନରେ ହରାଇ ସିରିଜ୍ ହାତେଇଲା ଅଷ୍ଟ୍ରେଲିଆ
  • ||
  • କାର୍ତ୍ତିକ ପୂର୍ଣ୍ଣିମାରେ ପବିତ୍ର ଗଙ୍ଗା ସ୍ନାନକୁ ନେଇ ଦୁଇ ଦିନ ପାଇଁ ହରିଦ୍ୱାର ସୀମା ସିଲ୍
  • ||
  • ହାଡଭଙ୍ଗା ଶୀତ ଯୋଗୁଁ ମନାଲିରେ ଜଣକର ମୃତ୍ୟୁ, ଜିରୋ ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଡାଲିରେ ୧୫ ଟଙ୍କା ରିହାତି ଦେବେ ସରକାର
  • ||
  • ଭୁବନେଶ୍ୱର : କମିଲା କୋଭିଡ୍ ମୃତ୍ୟୁ ସଂଖ୍ୟା : ଗତ ୨୪ ଘଣ୍ଟାରେ ଯାଇଛି ୪ ମୁଣ୍ଡ, ୧୭୩୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୫୧୮ କରୋନା ସଂକ୍ରମିତ, ୩୧୮୩୦୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ସୋର : ଡକାୟତ ଗ୍ୟାଙ୍ଗ୍ ଓ ଗ୍ରାମବାସୀଙ୍କ ମଧ୍ୟରେ ଖଣ୍ଡ ଯୁଦ୍ଧ : ୪ ଗୁରୁତର, ଜଣେ ଗିରଫ
  • ||
  • ନୂଆଦିଲ୍ଲୀ : ଭାରତରେ କମୁଛି ସଂକ୍ରମଣ, ଗତ ୨୪ଘଣ୍ଟାରେ ୪୧୮୧୦ କରୋନା ଆକ୍ରାନ୍ତ ଚିହ୍ନଟ
  • ||
  • ଉଦଳା : ଜମିବାଡି ବିବାଦକୁ କେନ୍ଦ୍ରକରି ଡବଲ ମର୍ଡର ! ସଂମ୍ପର୍କୀୟ ଭାଇ ଓ ପୁତୁରାକୁ ହତ୍ୟା କଲା ଭାଇ
  • ||

ଆଜିଠୁ ନୂଆ ଲାଇସେନ୍ସ ବ୍ୟବସ୍ଥା: ୨୧ଟି ଆର୍‌ଟିଓରେ କରି ପାରିବେ ଆବେଦନ

20/11/2020 at 12:10 PM

କଟକ୨୦/୧୧: ଆଜିଠୁ ନୂଆ ଲାଇସେନ୍ସ ବ୍ୟବସ୍ଥା। ରାଜ୍ୟରେ ୨୧ଟି ଆର୍‌ଟିଓରେ ନୂଆ ଡିଏଲ୍‌ ଆବେଦନ ପାଇଁ ସ୍ଲଟ୍‌ ଖୋଲିବାକୁ ଅନୁମତି ଦିଆଯାଇଛି। ଏଥିରେ ଚଣ୍ତିଖୋଲ, ବରପାଲି, କୋରାପୁଟ, ମୟୂରଭଞ୍ଜ, ଫୁଲବାଣୀ, ସୁନ୍ଦରଗଡ଼, ବରଗଡ଼, ରାୟଗଡ଼ା, ଅନୁଗୋଳ, ଗଜପତି, ନବରଙ୍ଗପୁର, ବୌଦ୍ଧ, ଦେଓଗଡ଼, ମାଲକାନଗିରି, ଭଞ୍ଜନଗର, ଗଞ୍ଜାମ, ସୋନପୁର, ତାଳଚେର, ରାଇରଙ୍ଗପୁର, ରାଉରକେଲା, ସମ୍ବଲପୁର ସାମିଲ ହୋଇଛନ୍ତି।

ଆସନ୍ତା ୨୦ ତାରିଖଠାରୁ ଭଦ୍ରକ, ନୟାଗଡ଼, ନୂଆପଡ଼ା ଏବ˚ ଯାଜପୁରରେ ନୂଆ ଡିଏଲ୍‌ ଆବେଦନ କରିବାକୁ ଅନୁମତି ମିଳିଛି। ଅନ୍ୟପଟେ ୨୨ଟି ଆର୍‌ଟିଓରେ ନୂଆ ଲର୍ଣ୍ଣର୍ସ‌୍ ଲାଇସେନ୍ସ ଆବେଦନ ପାଇଁ ଅନୁମତି ପ୍ରଦାନ କରାଯାଇଥିବା ପରିବହନ କମିସନରଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି।

   Related Posts